Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବରୁଆଁ-ବରୀ ରାସ୍ତା କଡ଼ ଜଙ୍ଗଲ ସଫା କରୁନାହିଁ ପୂର୍ତ୍ତ ବିଭାଗ, ବଢୁଛି ଦୁର୍ଘଟଣା

ବରୁଆଁ-ବରୀ ରାସ୍ତା କଡ଼ ଜଙ୍ଗଲ ସଫା କରୁନାହିଁ ପୂର୍ତ୍ତ ବିଭାଗ, ବଢୁଛି ଦୁର୍ଘଟଣା

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଅନ୍ୟତମ ପ୍ରମୁଖ ରାସ୍ତା ବରୁଆଁ-ବରୀ-କଳା ମାଟିଆ ରାସ୍ତା କଡ଼ ଜଙ୍ଗଲ ସଫା କରୁନାହିଁ ପୂର୍ତ୍ତ ବିଭାଗ । ରାସ୍ତା କଡରେ ଉଠିଥିବା ଅନାଵନା ଗଛ ସଫା ନହେବା କାରଣରୁ ରାସ୍ତା ଉପରକୁ ମାଡି ଆସିଲାଣି । ଏହି ରାସ୍ତା ଦେଇ ଦୈନିକ ଶହ ଶହ ସଂଖ୍ୟାରେ ଗାଡି ଗତାଗତ କରୁଛି । ଏହି ଗାଡି ଗୁଡିକ ମଧ୍ୟରେ ବହୁ ସଂଖ୍ୟାରେ ବଡ଼ ଗାଡି ମଧ୍ୟ ଗତାଗତ କରୁଛି । ବିଭିନ୍ନ ସ୍ଥାନରେ ଏହି ଅନାଵନା ଗଛ ରାସ୍ତା କଡ଼ ପିଚୁ ଉପରକୁ ମାଡି ଆସିବା ଫଳରେ ଆଗରୁ ପଛରୁ ବଡ଼ ଗାଡି ଆସିଲେ ବାଇକ ଓ କାର ଚାଳକ ରାସ୍ତା କଡ଼କୁ ଯାଇ ପାରୁ ନାହାନ୍ତି । ଫଳରେ ଏହି କାରଣରୁ ରାସ୍ତାରେ ଦୁର୍ଘଟଣା ଘଟୁଛି । ବର୍ଷା ଦିନେ ଉଠିଥିବା ଏହି ଗଛକୁ କାଟି ରାସ୍ତା କଡ଼ ସଫା କରିବା ବଦଳରେ ପୂର୍ତ୍ତ ବିଭାଗ ଏଥି ପ୍ରତି ଗୁରୁତ୍ୱ ଦେଉ ନଥିବା ଅଭିଯୋଗ ହୋଇଛି । ତୁରନ୍ତ ବିଭାଗ ରାସ୍ତା କଡ଼କୁ ସଫା କରିବାକୁ ପଦକ୍ଷେପ ନେବାକୁ ଦାବି ହୋଇଛି ।

Leave a comment

Your email address will not be published. Required fields are marked *