orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଆନ୍ତର୍ଜାତୀୟ > ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡ ମିଳିଛି ।ବାଂଲାଦେଶର ଅନ୍ତରାଷ୍ଟ୍ରୀୟ ଅପରାଧ ଟ୍ରିବ୍ୟୁନାଲ ଏହି ଦଣ୍ଡାଦେଶ ଦେଇଛି । ଶେଖ ହସିନାଙ୍କୁ ନିରସ୍ତ୍ର ନାଗରିକଙ୍କ ଉପରେ ଗୁଳି ଚଳାଇବା ସମେତ ମାନବତା ବିରୋଧୀ ଅପରାଧ ପାଇଁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ଶୁଣାଣି ବେଳେ କୋର୍ଟ କହିଛନ୍ତି ଯେ, ଶେଖ ହସିନା ପ୍ରଦର୍ଶନକାରୀଙ୍କୁ ଦମନ ଏବଂ ହତ୍ୟା କରିବା ପାଇଁ ମାରାତ୍ମକ ଅସ୍ତ୍ରଶସ୍ତ୍ର ଏବଂ ଡ୍ରୋନ୍ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଗମ୍ଭୀର ଅପରାଧ ପାଇଁ ତାଙ୍କୁ ଫାଶୀଦଣ୍ଡ ଦିଆଯାଇଛି। କୋର୍ଟ ତାଙ୍କ ରାୟରେ ଆହୁରି ମଧ୍ୟ କହିଛନ୍ତି ଯେ, ମାନବତା ବିରୋଧୀ ଏହି ଅପରାଧ ଶେଖ ହସିନା ଏବଂ ତାଙ୍କ ସହଯୋଗୀଙ୍କ ନିର୍ଦ୍ଦେଶରେ କରାଯାଇଥିଲା।

ଶୁଣାଣି ସମୟରେ କୋର୍ଟ କହିଛନ୍ତି ଯେ, ପ୍ରଥମ ଅଭିଯୋଗ ଅନୁଯାୟୀ, ଶେଖ୍ ହସିନା ପରିସ୍ଥିତି ପରିଚାଳନା ଏବଂ ହିଂସା ରୋକିବା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରିନଥିଲେ। ଯାହା ତାଙ୍କର ଦାୟିତ୍ବ ଥିଲା। ଏହି ମାମଲାରେ ପୁଲିସ ମହାନିରୀକ୍ଷକ ମଧ୍ୟ ଦୋଷୀ ହୋଇପାରନ୍ତି। ଜୁଲାଇ ୧୯ପରେ, ଗୃହମନ୍ତ୍ରୀଙ୍କ ବାସଭବନରେ ଏକାଧିକ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଛାତ୍ର ଆନ୍ଦୋଳନକୁ ଦମନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରଧାନମନ୍ତ୍ରୀ ଆନ୍ଦୋଳନ କାରୀଙ୍କୁ ଟାର୍ଗେଟ କରିବା ପାଇଁ ଏକ କୋର କମିଟିକୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ନିରସ୍ତ୍ର ପ୍ରତିବାଦକାରୀଙ୍କ ଉପରେ ଆକ୍ରମଣ କରାଯାଇଥିଲା।
ରାୟ ଦେବା ପୂର୍ବରୁ କୋର୍ଟ ୫୪ଜଣ ସାକ୍ଷୀଙ୍କଠାରୁ ସାକ୍ଷ୍ୟ ଶୁଣିଥିଲେ ଏବଂ ଏହା ଶେଖ୍ ହସିନା କରିଥିବା ଅପରାଧକୁ ପ୍ରମାଣ କରିବାକୁ ଯଥେଷ୍ଟ ବୋଲି କୋର୍ଟ କହିଛନ୍ତି ।

Leave a comment

Your email address will not be published. Required fields are marked *