orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଆନ୍ତର୍ଜାତୀୟ > ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ଆସନ୍ତା ସପ୍ତାହରେ ଆମେରିକାର ଏକ ପ୍ରତିନିଧି ଦଳ ଭାରତ ସହିତ ବାଣିଜ୍ୟ ବିଷୟରେ ଆଲୋଚନା ପାଇଁ ଆସୁଛନ୍ତି। ଆଲୋଚନା ପୂର୍ବରୁ ଭାରତକୁ ଚାପରେ ରଖିବା ଲାଗି ଆମେରିକା ରାଷ୍ଟ୍ରପତି ଚତୁର ଉଦ୍ୟମ କରିଛନ୍ତି। ପାକିସ୍ତାନ ସହ ଭାରତର ଦେଖାଦେଇଥିବା ଉତ୍ତେଜନାକୁ ଆୟୁଧ କରି ଟ୍ରମ୍ପ ଭାରତକୁ ଚାପରେ ରଖିବାକୁ ଚାହୁଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଭାରତ ସହିତ ବାଣିଜ୍ୟ ବୁଝାମଣା ପ୍ରାୟ ଚୂଡ଼ାନ୍ତ ହୋଇଯାଇଛି। ଅନ୍ୟପକ୍ଷରେ କହିଛନ୍ତି ପାକିସ୍ତାନର ଏକ ପ୍ରତିନିଧି ଦଳ ଆମ ସହ କଥା ହେବା ଲାଗି ଆସନ୍ତା ସପ୍ତାହରେ ଆମେରିକା ଆସୁଛନ୍ତି। ଭାରତ ଓ ପାକିସ୍ତାନ ମଧ୍ୟରେ ‌ଯେକୌଣସି ପ୍ରକାର ଉତ୍ତେଜନା ଏହି ଆଲୋଚନାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି ବୋଲି ଟ୍ରମ୍ପ କହିଛନ୍ତି । ଯଦି ଭାରତ ଓ ପାକିସ୍ତାନ ପରସ୍ପର ସହ ଯୁଦ୍ଧ କରିବେ ତେବେ ରାଜିନାମା କରିବା ଲାଗି ଆମେରିକାର କୌଣସି ଆଗ୍ରହ ନାହିଁ ବୋଲି ଟ୍ରମ୍ପ କହିଛନ୍ତି । ଯୁଦ୍ଧ ସମୟରେ ସେ କହିଥିବା କଥାକୁ ପୁଣି ଦୋହରାଇଛନ୍ତି ଟ୍ରମ୍ପ ।
ସେ କହିଛନ୍ତି ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା ଲାଗି ‌ସେ ମଧ୍ୟସ୍ଥତା କରିଥିଲେ।

ଭାରତ ଓ ପାକିସ୍ତାନ ସହିତ ବ୍ୟବସାୟ ନେଇ ଆଲୋଚନା ଚାଲିଛି। ବାଣିଜ୍ୟ ଜରିଆରେ ଆମେ ଏକ ସମ୍ଭାବ୍ୟ ପରମାଣୁ ଯୁଦ୍ଧକୁ ଅଟକାଇପାରିଥିଲୁ ବୋଲି ସେ ଦାବି କରୁଥିଲା ବେଳେ ଗତ ଏପ୍ରିଲ୍‌ ମାସ ୨ ତାରିଖରେ ଭାରତ ଉପ‌ରେ ଟ୍ରମ୍ପ ୨୬ ପ୍ରତିଶତ ପାଲଟା ଶୁଳ୍କ ଲଗାଇଥିଲେ। ଯାହାକୁ ଏପ୍ରିଲ୍ ୯ ତାରିଖରେ ୯୦ ଦିନ ପାଇଁ ସ୍ଥଗିତ ରଖିଛନ୍ତି। ଉକ୍ତ ସମୟ ସୀମା ଭିତରେ ଭାରତ ସହିତ ବିଭିନ୍ନ ଦେଶ ଆମେରିକା ସହ ବାଣିଜ୍ୟ ବୁଝାମଣା କରିବାକୁ ଉଦ୍ୟମ କରୁଛନ୍ତି । ଜୁନ୍ ସୁଦ୍ଧା ଆମେରିକା ସହ ଏକ ଅନ୍ତରୀଣ ରାଜିନାମା ସ୍ବାକ୍ଷର କରିବାକୁ ଭାରତ ଉଦ୍ୟମ କରୁଛି ବୋଲି ସୂଚନା ମିଳିଛି ।

Leave a comment

Your email address will not be published. Required fields are marked *