Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ବାଲିଅନ୍ତା ଘଟଣାରେ ଉଦବେଗ ପ୍ରକାଶ କଲେ ନବୀନ: ସରକାର ଲୋକଙ୍କ ସୁରକ୍ଷା ଓ ଆଇନ କାନୁନ ସୁନିଶ୍ଚିତ କରନ୍ତୁ

ବାଲିଅନ୍ତା ଘଟଣାରେ ଉଦବେଗ ପ୍ରକାଶ କଲେ ନବୀନ: ସରକାର ଲୋକଙ୍କ ସୁରକ୍ଷା ଓ ଆଇନ କାନୁନ ସୁନିଶ୍ଚିତ କରନ୍ତୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରେ ଜଣେ ଯୁବକକୁ ପିଟିପିଟି ସର୍ବସମ୍ମୁଖରେ ହତ୍ୟା କରାଯିବା ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ଏହି ଘଟଣା ଅତ୍ୟନ୍ତ ବର୍ବର। ରାଜ୍ୟ ରାଜଧାନୀ ନିକଟରେ ଏପରି ଜଘନ୍ୟ ଘଟଣା ଘଟୁଥିଲେ ବି ସରକାରଙ୍କ ଅସମ୍ଭବ ନୀରବତା ରାଜ୍ୟବାସୀଙ୍କୁ ଆଶ୍ଚର୍ଯ୍ୟ କରିଦେଉଛି।

ପୋଲିସ ଉପସ୍ଥିତିରେ ଯଦି ଏପରି ଘଟଣା ଘଟୁଛି, ତେବେ ଲୋକେ କାହାକୁ ସୁରକ୍ଷା ମାଗିବେ ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି ନବୀନ । ଅପରାଧୀଙ୍କ ଆଗରେ ପୋଲିସ ପ୍ରଶାସନ, ସରକାର ଏତେ ଅସହାୟ କାହିଁକି ବୋଲି ମଧ୍ୟ ସେ ପ୍ରଶ୍ନ କରିଛନ୍ତି ।

ନବୀନ କହିଛନ୍ତି ଭୁବନେଶ୍ୱର ଉପକଣ୍ଠରେ ଯଦି ସରକାର ଏପରି ଘଟଣାକୁ ରୋକିବାରେ ଅସମର୍ଥ, ତେବେ ସାରା ରାଜ୍ୟର ଅବସ୍ଥା କ’ଣ ତାହା ସ୍ପଷ୍ଟ ଅନୁମେୟ। ନିକଟରେ ହିଞ୍ଜିଳି, କଣାସ ଓ ଢେଙ୍କାନାଳରେ ଘଟିଥିବା ବର୍ବର କାଣ୍ଡରେ ସରକାର କ’ଣ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ କି ବୋଲି ଓଲଟି ପ୍ରଶ୍ନ କରିଛନ୍ତି ।

ସାଧାରଣ ଜନତାଙ୍କ ସୁରକ୍ଷା ସରକାର କାହିଁକି ବିପନ୍ନ କରୁଛନ୍ତି? ବଡ଼ ବଡ଼ ଭାଷଣରେ ସରକାର ଚାଲେନି, ମିଛ ବାହାସ୍ଫୋଟରେ ସରକାର ଚାଲେନି। ସରକାର ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଲୋକଙ୍କ ସୁରକ୍ଷା ତଥା ଓଡ଼ିଶାରେ ଆଇନଶୃଙ୍ଖଳା ସୁନିଶ୍ଚିତ କରନ୍ତୁ ବୋଲି ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *