ଓଡ଼ିଶା ଲିଡ୍ସ(ବ୍ୟୁରୋ):ବାଳକାଟି ଭାର୍ଗବୀ ସେତୁ ତଳେ ଥିବା କବାଡ଼ିଆ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ଫଳରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇ ଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ କରୁଛନ୍ତି ଆୟତ୍ତ କରିବାର ଉଦ୍ୟମ କରୁଛନ୍ତି । କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ ।




















