orissaleads

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

Blog Post

orissaleads > ରାଜ୍ୟ > ବିକାଶକୁ ଛାଡି ଗୁଣ୍ଡାଗର୍ଦ୍ଦି କରୁଛି ବିଜେପି, ପୋଲିସ ଏଠି ରକ୍ଷକ ଭେଷରେ ଭକ୍ଷକ ସାଜିଛି-ଇଂ ପ୍ରୀତିରଞ୍ଜନ ଘଡାଇ

ବିକାଶକୁ ଛାଡି ଗୁଣ୍ଡାଗର୍ଦ୍ଦି କରୁଛି ବିଜେପି, ପୋଲିସ ଏଠି ରକ୍ଷକ ଭେଷରେ ଭକ୍ଷକ ସାଜିଛି-ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବିଜେପି କର୍ମୀଙ୍କ ଆକ୍ରମଣରେ ବିଜେଡି କର୍ମୀ ଆହତ ହେବା ଘଟଣା ରାଜ୍ୟ ରାଜନୀତିକୁ ସରଗରମ କରିଥିଲା ବେଳେ ଏହାକୁ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ ।ଇଂ ଘଡାଇ କହିଛନ୍ତି ବିଜୁ ଜନତା ଦଳ ସରକାର ସମୟରେ ଯାଜପୁର ଜିଲ୍ଲାର ବ୍ୟାପକ ବିକାଶ ସାଧିତ ହୋଇଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ନିର୍ବାଚିତ ଲୋକ ପ୍ରତିନିଧି ମାନେ ନିଜ ଅଞ୍ଚଳରେ କିଭଳି ବିକାଶ ହେବ ସେଥିପ୍ରତି ବିଶେଷ ଦୃଷ୍ଟି ଦେଉଥିଲେ । ରାସ୍ତା ଘାଟ ଠାରୁ ଆରମ୍ଭ କରି ସ୍କୁଲ କଲେଜ, ମେଡ଼ିକାଲ ସବୁଠାରେ ବିକାଶ କାର୍ଯ୍ୟ ତ୍ୱରାନ୍ୱିତ ହୋଇଥିଲା । ଯାହାର ସୁଫଳ ସାଧାରଣ ଲୋକମାନେ ପାଉଥିଲେ । ହେଲେ ବିଜେପି ସରକାର ଆସିବା ପରେ ଏହି ଚିତ୍ରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳିଛି । ସରକାର ପରିବର୍ତ୍ତନ ପରେ ବିକାଶ କାର୍ଯ୍ୟରେ ଏକ ପ୍ରକାର ତାଲା ଲାଗି ଯାଇଛି । ନୂଆ ପ୍ରକଳ୍ପ ଦୂରେ ଥାଉ ପୁରୁଣା ପ୍ରକଳ୍ପର ଅଗ୍ରଗତି ମଧ୍ୟ ହୋଇ ପାରୁନାହିଁ । ହେଲେ ବିଜେପିର କିଛି କର୍ମୀ ବେଶ ଉତ୍ଶୃଙ୍ଖଳ ଆଚରଣ ଦେଖାଉଛନ୍ତି । ବିଜେଡି କର୍ମୀଙ୍କ ଉପରେ ଅମାନୁଷିକ ଆକ୍ରମଣ କରୁଛନ୍ତି । ଏହି ଧାରା ସୁକିନ୍ଦାରୁ ଆରମ୍ଭ ହୋଇ ଏବେ ଧର୍ମଶାଳାରେ ପହଞ୍ଚିଛି । ଏ ନେଇ ବାରମ୍ବାର ଅଭିଯୋଗ ହେଲେ ମଧ୍ୟ ଜିଲ୍ଲା ପୋଲିସ ଅପରାଧୀଙ୍କ ବିରୁଦ୍ଧରେ ପଦକ୍ଷେପ ନେବା ବଦଳରେ ନିରବ ବସୁଛି । ଜିଲ୍ଲାର ସମସ୍ତ ଥାନା ଏବେ ବିଜେପି କାର୍ଯ୍ୟାଳୟରେ ପରିଣତ ହୋଇଛି । ପୋଲିସ ଏଠି ରକ୍ଷକ ଭେଷରେ ଭକ୍ଷକ ସାଜିଛି । ପୋଲିସର ନୀରବତା ବିଜେପିର ଗୁଣ୍ଡାଙ୍କୁ ଅଧିକ ଉତ୍ସାହିତ କରୁଛି । ସାଧାରଣ ଲୋକଙ୍କୁ ସବୁ ସମୟରେ ଧମକ ଦିଆଯାଉଛି । ଏହାର ପ୍ରତିବାଦ କଲେ ବିଜେପି କର୍ମୀ ମରଣାତ୍ମକ ଆକ୍ରମଣ କରି ଆତଙ୍କ ଖେଳାଉଛନ୍ତି । ବିଜେପି କର୍ମୀଙ୍କ ଆକ୍ରମଣରୁ ମହିଳା ମାନେ ମଧ୍ୟ ବର୍ତ୍ତୁ ନାହାନ୍ତି । ଏବେ ମହିଳା ମାନେ ଅସୁରକ୍ଷିତ ହୋଇ ପଡିଛନ୍ତି । ଯାଜପୁର ଜିଲ୍ଲାରେ ଆଇନ ଶୃଂଖଳା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନିଜକୁ ଲୋକ ସରକାରର ଲୋକ ମୁଖ୍ୟମନ୍ତ୍ରୀ କହୁଥିଲା ବେଳେ ତାଙ୍କ ଅଧିନରେ ଥିବା ଗୃହ ବିଭାଗରେ ନିଷ୍କ୍ରିୟତା ଦେଖା ଦେଇଛି । ଅପରାଧୀ ଅପରାଧ କରି ଖୋଲା ବୁଲୁଥିଲା ବେଳେ ପୋଲିସ କୌଣସି ପଦକ୍ଷେପ ନେଉନାହିଁ । ଏଭଳି ସ୍ଥିତି ଜାରି ରହିଲେ ରାଜ୍ୟରେ ଆଗକୁ ବିସ୍ପୋରକ ପରିସ୍ଥିତି ସୃଷ୍ଟି ହେବ ।

Leave a comment

Your email address will not be published. Required fields are marked *