Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବିକାଶରୁ ଦୂରରେ ଗୋପବନ୍ଧୁ ଚୌଧୁରୀ କଲେଜ ରାସ୍ତା:ରାସ୍ତା ପ୍ରଶସ୍ଥ କରିବାକୁ ଛାତ୍ରଛାତ୍ରୀ, ଅବିଭାବକଙ୍କ ଦାବି

ବିକାଶରୁ ଦୂରରେ ଗୋପବନ୍ଧୁ ଚୌଧୁରୀ କଲେଜ ରାସ୍ତା:ରାସ୍ତା ପ୍ରଶସ୍ଥ କରିବାକୁ ଛାତ୍ରଛାତ୍ରୀ, ଅବିଭାବକଙ୍କ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ବିଗତ ଦିନରେ ବରୀ ବ୍ଲକରେ ବ୍ୟାପକ ବିକାଶ କାର୍ଯ୍ୟ ହୋଇଛି । ରାସ୍ତା ଘାଟର ବିକାଶ ହେବା ସହିତ ନଦୀ ନାଳ ଘେରା ବରୀ ଅଞ୍ଚଳରେ ସଂଖ୍ୟାଧିକ ବଡ଼ ଛୋଟ ସେତୁ ନିର୍ମାଣ ହୋଇଛି । ବିଭିନ୍ନ ସରକାରୀ କୋଠା ମଧ୍ୟ ନିର୍ମାଣ ହୋଇଛି । ହେଲେ ବିଡ଼ମ୍ବନାର ବିଷୟ ରାଜ୍ୟର ଅନ୍ୟତମ ପୁରାତନ ମହାବିଦ୍ୟାଳୟ ତଥା ଯାଜପୁର ଜିଲ୍ଲାର ଦ୍ଵିତୀୟ ପୁରାତନ ମହାବିଦ୍ୟାଳୟ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟର ରାସ୍ତା କିନ୍ତୁ ଅବହେଳିତ ହୋଇ ପଡି ରହିଛି । ରାସ୍ତାକୁ ପ୍ରଶସ୍ଥ କରିବାକୁ ବାରମ୍ବାର ଦାବି ହୋଇଥିଲେ ମଧ୍ୟ ପ୍ରଶାସନ ଏ ନେଇ କୌଣସି ପଦକ୍ଷେପ ନେଇ ନାହାନ୍ତି । ଏହି ପୁରାତନ ମହାବିଦ୍ୟାଳୟରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ଶହ ଶହ ସଂଖ୍ୟାରେ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ବିଭିନ୍ନ ସମୟରେ ବ୍ଲକ ସ୍ତରର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ମଧ୍ୟ ଏହି କଲେଜରେ ଅନୁଷ୍ଠିତ ହେଉଛି । ବିଧାନସଭା, ଲୋକସଭା ଓ ପଞ୍ଚାୟତ ନିର୍ବାଚନ ଏହି କଲେଜରୁ ପରିଚାଳନା କରାଯାଉଛି । ନିର୍ବାଚନ ସମୟରେ ପୋଲିସ ଓ ଅର୍ଦ୍ଧ ସାମରିକ ବାହିନୀ ଏହି କଲେଜରେ ରହୁଥିବା ଦେଖିବାକୁ ମିଳିଥାଏ । ଏହି ସମୟରେ ଆସୁଥିବା ବଡ଼ ବଡ଼ ଗାଡି ଏହି ଅଣଚୌଡା ରାସ୍ତାରେ ଗତାଗତ କରିବାରେ ସମସ୍ୟା ସୃଷ୍ଟି କରିଥାଏ ।

ରାମଚନ୍ଦ୍ରପୁର ଠାରୁ ରାଜାତୋଟା ଯାଇଥିବା ରାସ୍ତାରୁ କଲେଜ ପର୍ଯ୍ୟନ୍ତ ରାସ୍ତା ଯାଇଛି । ଏହି ରାସ୍ତାରେ କଲେଜର ଛାତ୍ରଛାତ୍ରୀ, କର୍ମଚାରୀଙ୍କ ସହିତ ନିକଟସ୍ଥ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମଚାରୀ ଗତାଗତ କରୁଥିଲା ବେଳେ ଭବାନୀପୁର ଗ୍ରାମବାସୀ ମଧ୍ୟ ଗତାଗତ କରୁଛନ୍ତି । ବିଭିନ୍ନ ସମୟରେ ଏହି ରାସ୍ତା ଢ଼ଳେଇ ହୋଇଥିଲେ ମଧ୍ୟ ଏବେ ଏହା ଭାଙ୍ଗିରୁଜି ଗଲାଣି । ଏହି ରାସ୍ତାକୁ ପ୍ରଶସ୍ଥ କରି ଢ଼ଳେଇ କରିବାକୁ ଛାତ୍ରଛାତ୍ରୀ, ଗ୍ରାମବାସୀ ଦାବି କରିଛନ୍ତି । ଜିଲ୍ଲାପାଳ ଏ ନେଇ ତୁରନ୍ତ ପଦକ୍ଷେପ ନେବାକୁ ଅବିଭାବକ ମହଲରେ ଦାବି ହୋଇଛି ।

Leave a comment

Your email address will not be published. Required fields are marked *