Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ବିଗିଡି ଯାଉଛି ରାଜଧାନୀ ଆଇନ ଶୃଙ୍ଖଳା: କଟୁରୀ ଚୋଟରେ ମହିଳା ଗୁରୁତର

ବିଗିଡି ଯାଉଛି ରାଜଧାନୀ ଆଇନ ଶୃଙ୍ଖଳା: କଟୁରୀ ଚୋଟରେ ମହିଳା ଗୁରୁତର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରର ଆଇନ କାନୁନ ବ୍ୟବସ୍ଥା ବିଗିଡି ଯାଉଛି । କଥା କଥାକେ ଖଣ୍ଡା ଓ କଟୁରୀ ବୁଲୁଛି । ଅପରାଧୀ ଆକ୍ରମଣ କରି ଲହୁ ଲୁହାଣ କରୁଥିଲା ବେଳେ ମହିଳା ବି ବର୍ତ୍ତୁ ନାହାନ୍ତି । ଆଜି ସନ୍ଧ୍ୟାରେ ପୁଲିସ ପାଖକୁ କାହିଁକି ଗଲୁ ବୋଲି କହି ଦୁର୍ବୁତ୍ତ ଜଣେ ମହିଳା ବ୍ୟବସାୟୀଙ୍କୁ ଦୋକାନକୁ ଆସୁଥିବା ବେଳେ ଏକ ଧାରୁଆ କଟୁରୀରେ ମରଣାନ୍ତକ ଆକ୍ରମଣ କରି ଲହୁ ଲୁହାଣ କରିଛି । ରାଜଧାନୀର ଛାତି ଉପରେ ଏହି ଭଳି ଗୁଣ୍ଡାରାଜ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ଏହି ଘଟଣା ଘଟିଛି ସହିଦ ନଗର ଥାନା ଅନ୍ତର୍ଗତ ସତସଙ୍ଗ ବିହାର ଅଞ୍ଚଳରେ ।

ସୂଚନା ଅନୁଯାୟୀ, ସହିଦ ନଗର ତାରିଣୀ ବସ୍ତିର କନକଲତା ସାହୁ ନାମ୍ନୀ ମହିଳା ସତସଙ୍ଗ ବିହାର ପାର୍କ ନିକଟରେ ଏକ ମକା ଦୋକାନ କରି ପରିବାର ଚଳାନ୍ତି । ଗତକାଲି ତାଙ୍କ ପାଖରୁ ମୋବାଇଲ୍ ଏବଂ ଟଙ୍କା ଚୋରି ହୋଇଥିଲା । ଏନେଇ ସେ ସହିଦ ନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ । କିନ୍ତୁ ଥାନାରେ ଏହି ଅଭିଯୋଗ ତାଙ୍କ ପାଇଁ କାଳ ହୋଇଛି । ପୁଲିସ ପାଖକୁ କାହିଁକି ଗଲୁ ବୋଲି କହି ଦୁର୍ବୁତ୍ତ ଜଣକ ଆଜି ସନ୍ଧ୍ୟାରେ କନକଲତା ଦୋକାନକୁ ଆସୁଥିବା ବେଳେ ଏକ ଧାରୁଆ କଟୁରୀରେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଛି ।

ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ସହିଦ ନଗର ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ଜନଗହଳିପୂର୍ଣ୍ଣ ସ୍ଥାନରେ ଜଣେ ମହିଳାଙ୍କୁ ଏଭଳି ମରଣାତ୍ମକ ଆକ୍ରମଣ କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳାଇ ଦେଇଛି। ଏହି ଘଟଣା ଖୋଦ ରାଜଧାନୀର ଆଇନ କାନୁନ ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

Leave a comment

Your email address will not be published. Required fields are marked *