orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ନିକଟରୁ ଲାଇଟ ଭାଙ୍ଗିଦେବା ତାଙ୍କ ସ୍ମୃତି ପ୍ରତି ଗଭୀର ଅସମ୍ମାନ- ବିଜୟ ନାୟକ

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ନିକଟରୁ ଲାଇଟ ଭାଙ୍ଗିଦେବା ତାଙ୍କ ସ୍ମୃତି ପ୍ରତି ଗଭୀର ଅସମ୍ମାନ- ବିଜୟ ନାୟକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯାଜପୁର କିଆନାଳୀ ଠାରେ ସ୍ଥାପିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ନିକଟରୁ କେହି ଲାଇଟ ନେଇଯିବା ନେଇ ଆଜି “ଓଡିଶା ଲିଡ୍ସ”ରେ ଖବର ପ୍ରକାଶ ପାଇଥିଲା । ଏହି ଖବର ପ୍ରକାଶ ପରେ ବରିଷ୍ଠ ବିଜେଡି ନେତା ବିଜୟ ନାୟକ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ନିଜ ପ୍ରତିକ୍ରିୟାରେ ଶ୍ରୀ ନାୟକ କହିଛନ୍ତି ଯାଜପୁର ସ୍ଥିତ ମହାରାଜା ଯଯାତି କେଶରୀ ମେଡିକାଲ କଲେଜ ସମ୍ମୁଖରେ ଥିବା ମହାନ ଜନନାୟକ, ସ୍ୱାଧୀନତା ସଂଗ୍ରାମୀ, ପ୍ରବାଦ ପୁରୁଷ, ଓଡ଼ିଶାର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ବିଶାଳ ପ୍ରତିମୂର୍ତ୍ତିକୁ ଆଲୋକିତ କରିବା ପାଇଁ ଲଗାଯାଇଥିବା ହାଲୋଜେନ ଲାଇଟ ଭାଙ୍ଗି ଦେବା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଏବଂ ଦୁଃଖଦାୟକ। ଏହା ଓଡ଼ିଆ ଅସ୍ମିତା ଓ ବିଜୁ ବାବୁଙ୍କ ସ୍ମୃତି ପ୍ରତି ଗଭୀର ଅସମ୍ମାନ।

ଜିଲ୍ଲା ପ୍ରଶାସନ ଏହି ଘଟଣାର ତୁରନ୍ତ ତଦନ୍ତ କରି ଦୋଷୀଙ୍କୁ ଚିହ୍ନଟ କରି କଠୋର କାର୍ଯ୍ୟାନୁଷ୍ଠାନ ନେବା ସହ ଅବିଳମ୍ବେ ପ୍ରତିମୂର୍ତ୍ତି ଚତୁର୍ଦ୍ଦିଗରେ ଆଲୋକ ବ୍ୟବସ୍ଥା ପୁନଃସ୍ଥାପନ ପାଇଁ ତ୍ୱରିତ ପଦକ୍ଷେପ ନେବା ଆବଶ୍ୟକ।
ବିଜୁ ପଟ୍ଟନାୟକ ଓଡ଼ିଆ ସ୍ୱାଭିମାନ ଓ ସାହସର ପ୍ରତୀକ। ବିଜୁବାବୁଙ୍କ ସ୍ମୃତି ସୁରକ୍ଷାରେ କୌଣସି ପ୍ରକାର ଅବହେଳାକୁ ଯାଜପୁରବାସୀ କଦାପି ସହିବେ ନାହିଁ।

Leave a comment

Your email address will not be published. Required fields are marked *