Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ବିଜେଡିରେ ଅଶୋକ କମ୍ପନ, ବାରଶହ ବଢ଼େଇର ଦାୟ ନା ପୁଅର ଦାୟ

ବିଜେଡିରେ ଅଶୋକ କମ୍ପନ, ବାରଶହ ବଢ଼େଇର ଦାୟ ନା ପୁଅର ଦାୟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ହୋଲି ଉତ୍ସବ ଭିତରେ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି । ଏହି କମ୍ପନ ସୃଷ୍ଟି କରିଛନ୍ତି ବିଜେଡିର ବରିଷ୍ଠ ନେତା ଅଶୋକ ପଣ୍ଡା । ଅଶୋକ ବିଜେଡିର କଥାକଥିତ ଆଗଧାଡ଼ିର ନେତାଙ୍କୁ ଟାର୍ଗେଟ କରିଛନ୍ତି । ବରିଷ୍ଠ ବିଜେଡି ନେତା ଅଶୋକ ପଣ୍ଡାଙ୍କ “ଧର୍ମପଦ” ଉପାଖ୍ୟାନକୁ ନେଇ ବଡ଼ ଚର୍ଚ୍ଚା ସୃଷ୍ଟି ହୋଇଛି । ଦଳର ବିପର୍ଯ୍ୟୟ ପରେ ବିଜେଡିର କଥାକଥିତ ଆଗଧାଡ଼ିର ନେତାଙ୍କୁ ଅଶୋକ ଟାର୍ଗେଟ କରିଛନ୍ତି। ଅଶୋକଙ୍କ ୧୨ଶହ ବଢେଇରେ ଦାୟ ନା ପୁଅରେ ଦାୟ କାହାକୁ ଇଙ୍ଗିତ ବୋଲି ଏବେ ଜୋରଦାର ଚର୍ଚ୍ଚା । ଆଗକୁ ଦଳର ସାଙ୍ଗଠନିକ ନିର୍ବାଚନ ହେବାକୁ ଯାଉଥିଲା ବେଳେ ଆଗଧାଡ଼ିର ନେତାମାନେ ଦାୟିତ୍ବରୁ ଓହରିଯାଇ ଅନ୍ୟକୁ ସୁଯୋଗ ଦେବା ଦରକାର ବୋଲି ଅଶୋକ କହିଛନ୍ତି ।

ନିର୍ବାଚନରେ ପରାଜୟ ପରେ ୨୪ ବର୍ଷ ଧରି ରାଜ୍ୟକୁ ଶାସନ କରିଥିବା ବିଜେଡିର ସ୍ଥିତି ଏବେ ଟଳମଳ । ଯେଉଁ ମାନେ ଶାସନରେ ଥିବା ବେଳେ ଚୁପ୍ ରହୁଥିଲେ ସେମାନେ ଏବେ ମୁହଁ ଖୋଲିବା ଆରମ୍ଭ କରିଛନ୍ତି । ରାଜା ଚକ୍ର ଘଟଣାରେ ବରିଷ୍ଠ ନେତା ବଦ୍ରୀ ପାତ୍ର ମୁହଁ ଖୋଲି ଦଳକୁ ଅକଳରେ ପକାଇଥିଲେ, ଆଉ ଆଜି ଅଶୋକ ତେରଛା ବାଣ ମାରିଛନ୍ତି । ଅଶୋକ ଆହୁରି କହିଛନ୍ତି ନବୀନଙ୍କୁ ଶକ୍ତିଶାଳୀ କରିବାକୁ ଆଗଧାଡ଼ିର ନେତା ଦୂରେଇ ରହିଲେ ଭଲହେବ । ତଥାକଥିତ ଆଗଧାଡ଼ିର ନେତା ମାନେ ନିଜକୁ ଦାୟିତ୍ବରୁ ଓହରାଇ ନେଇ ଅନ୍ୟକୁ ସୁଯୋଗ ଦିଅନ୍ତୁ ବୋଲି ସେ ଆହ୍ୱାନ ଦେଇଛନ୍ତି । ମନ ଭିତରେ ରହିଥିବା ମତାନ୍ତର ଓ ମନାନ୍ତରକୁ ଭୁଲିଯାଇ ଏକାଠି ହେଲେ ଦଳ ସୁଦୃଢ ହେବ ବୋଲି ମଧ୍ୟ କହିଛନ୍ତି ଅଶୋକ । ଅନ୍ୟପକ୍ଷରେ ଧର୍ମପଦ ଉପାଖ୍ୟାନ ପାଣ୍ଡିଆନଙ୍କ ଆଡ଼କୁ ଅଶୋକଙ୍କ ଇଙ୍ଗିତ ବୋଲି ଚର୍ଚ୍ଚା ହେଉଛି । ବରିଷ୍ଠ ନେତା ଅଶୋକଙ୍କ ଏହି ଉପାଖ୍ୟାନ ପରେ ନବୀନ କି ପଦକ୍ଷେପ ନେଉଛନ୍ତି ତା ଉପରେ ଏବେ ନଜର ।

Leave a comment

Your email address will not be published. Required fields are marked *