Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ବିଜେଡିରେ ଯୋଗଦେଲେ ସୁଜାତା

ବିଜେଡିରେ ଯୋଗଦେଲେ ସୁଜାତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭି.କେ.ପାଣ୍ଡିଆନଙ୍କ ପତ୍ନୀ ତଥା ପୂର୍ବତନ ଆଇଏଏସ ଅଧିକାରୀ ସୁଜାତା ରାଉତ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ଯୋଗଦେଇଛନ୍ତି । ଦଳର ସଭାପତି ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ ତାଙ୍କୁ ଦଳୀୟ ଉତ୍ତରୀୟ ଦେଇ ଦଳକୁ ସ୍ୱାଗତ କରିଛନ୍ତି । ସେ ବିଜୁ ଜନତା ଦଳରେ ଯୋଗ ଦେବା ପରେ ଦଳର ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ଯେ, ସୁଜାତା ଦଳରେ ଜଣେ ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ଯୋଗ ଦେଇଛନ୍ତି। ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ସମସ୍ତେ ମିଳିତ ଭାବେ କାମ କରିବାକୁ ସେ ଆହ୍ୱାନ ଦେଇଛନ୍ତି।
ଏହି ଅବସରରେ ନବୀନ ପଟ୍ଟନାୟକ ସ୍ପଷ୍ଟ କରି କହିଛନ୍ତି ଯେ ଆଗାମୀ ନିର୍ବାଚନ ପର୍ଯ୍ୟନ୍ତ ସେ ନିଜେ ଦଳର ନେତୃତ୍ୱ ନେବେ ଏବଂ ଦଳକୁ ସଶକ୍ତ କରିବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ। ଦଳରେ ଯୋଗଦେବା ପରେ ସୁଜାତା ପାଣ୍ଡିଆନ କହିଛନ୍ତି ଯେ ସେ ଦୀର୍ଘ ୨୪ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ଅଧିନରେ କାର୍ଯ୍ୟକରିଛନ୍ତି । ପୁନର୍ବାର ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ କାମ କରିବାର ସୁଯୋଗ ପାଇ ସେ ନିଜକୁ ଭାଗ୍ୟଶାଳୀ ମନେ କରୁଛନ୍ତି। ଦଳର ସଭାପତିଙ୍କ ନିର୍ଦ୍ଦେଶ ଓ ଆଦର୍ଶକୁ ଅନୁସରଣ କରି ସେ ଦଳ ପାଇଁ ନିଷ୍ଠାର ସହ କାର୍ଯ୍ୟ କରିବେ ବୋଲି ପ୍ରକାଶ କରିଛନ୍ତି। ଆଜିର ଏହି ମିଶ୍ରଣ ପର୍ବକୁ ନେଇ ବେଶ କିଛିଦିନ ହେଲା ରାଜ୍ୟ ରାଜନୀତି ସରଗରମ ଥିଲା ବେଳେ ଦଳର ବହୁ ବରିଷ୍ଠ ନେତା ଏହି କାର୍ଯ୍ୟକ୍ରମରେ ଯୋଗ ନଦେବା ଭିନ୍ନ ଚର୍ଚ୍ଚା ସୃଷ୍ଟି କରିଛି ।

Leave a comment

Your email address will not be published. Required fields are marked *