orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜ୍ୟ > ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆଶାୟୀଙ୍କ ମଧ୍ୟରେ ବଢୁଛି ଉତ୍କଣ୍ଠା

ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆଶାୟୀଙ୍କ ମଧ୍ୟରେ ବଢୁଛି ଉତ୍କଣ୍ଠା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଭୁବନେଶ୍ୱର ଠାରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ବାସ ଭବନରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୁଗ ପ୍ରମୁଖ ଯୋଗଦେଇ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ କିନ୍ତୁ ସାରା ରାଜ୍ୟର ବିଜେପି ନେତାଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ାଇ ଦେଇଛି । ବୈଠକରେ ବିଭିନ୍ନ ନିଗମର ଅଧ୍ୟକ୍ଷ ପଦକୁ ନେଇ ସବିଶେଷ ଆଲୋଚନା ହୋଇଥିଲା ବେଳେ ଯେ କୌଣସି ସମୟରେ ଏହା ଉପରେ ଦଳୀୟ ମୋହର ବାଜିବାର ସମ୍ଭାବନା ରହିଛି । ସରକାର ଗଠନ ପରେ ବିଜେପି ଦଳରେ ତିନିଟି ଦିଗକୁ ନେଇ ଆଲୋଚନା ପର୍ଯ୍ୟାଲୋଚନା ହେଉଛି । ତିନିଟି ଦିଗ ହେଲା ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ, ନିଗମ ଅଧ୍ୟକ୍ଷ ପଦ ଓ ରାଜ୍ୟ ବିଜେପିର ସଭାପତି ପଦ । ଆଜି ବସ୍ତୁତ ନିଗମ ଅଧ୍ୟକ୍ଷ ପଦରେ କେଉଁ ମାନଙ୍କୁ ଅବସ୍ଥାପିତ କରାଯିବ ସେ ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି । ବିଗତ ଦିନ ମାନଙ୍କରେ ଦଳୀୟ ସଂଗଠନ ସଜାଡି ଦଳକୁ ସରକାର ଗଠନରେ ସହଯୋଗ କରିଥିବା ନେତା ଓ ନେତ୍ରୀଙ୍କୁ ନିଗମ ପଦ ଦେଇ ସନ୍ତୁଷ୍ଟ କରିବାକୁ ଯୋଜନା ହୋଇଥିବା ଜଣା ଯାଉଛି । ନିଗମ ପଦବୀ ବଣ୍ଟନ ପରେ ସମ୍ଭବତଃ ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ହେଲେ ସବୁ ଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଦଳର ରାଜ୍ୟ ସଭାପତିଙ୍କ ନାମ ଘୋଷଣା । କାରଣ ଦଳର ନୂତନ ସଭାପତି ହିଁ ଦଳର ଆଗାମି ଭବିଷ୍ୟତ ଗଠନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ସରକାର ଗଠନ ପରେ ବିଜେପିର ନଜର ଏବେ ପଞ୍ଚାୟତ ନିର୍ବାଚନ ଉପରେ ରହିଛି। ସଭାପତି ପଦବୀ ପାଇଁ ଅନୁଭବୀ ମନମୋହନ ସାମଲଙ୍କ ନାମ ସର୍ବାଗ୍ରେ ଥିଲା ବେଳେ ଗୋଲଖ ମହାପାତ୍ରଙ୍କ ନାମ ମଧ୍ୟ ଚର୍ଚ୍ଚାରେ ରହିଛି । ଅପରପକ୍ଷେ ନିଗମ ଅଧ୍ୟକ୍ଷ ପଦ ପାଇଁ କିଛି ଆମଦାନୀ ନେତା ବି ଆଶାୟୀ ଥିବା ଜଣାଯାଇଛି । ଦଳ ଏହି ତିନିଟି ଦିଗ ଉପରେ ବେଶ ସତର୍କତା ସହିତ ବିଚାର ବିମର୍ଷ କରୁଥିବା ଜଣାଯାଇଛି ।

Leave a comment

Your email address will not be published. Required fields are marked *