orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜ୍ୟ > ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ଘଟଣା, ୭ ଦିନ ପରେବି ହତ୍ୟାକାରୀ ନିକଟରେ ପହଞ୍ଚି ପାରୁନାହିଁ ପୋଲିସ

ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ଘଟଣା, ୭ ଦିନ ପରେବି ହତ୍ୟାକାରୀ ନିକଟରେ ପହଞ୍ଚି ପାରୁନାହିଁ ପୋଲିସ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବ୍ରହ୍ମପୁରର ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟାକୁ ୭ ଦିନ ପୂରିଛି । ପୋଲିସ ବିଭିନ୍ନ ଦିଗକୁ ନେଇ ହତ୍ୟାକାଣ୍ଡର ତଦନ୍ତ କରୁଥିଲା ବେକେ ହତ୍ୟାକାରୀଙ୍କ ନିକଟରେ ପହଞ୍ଚି ପାରିନାହିଁ । ୭ ଦିନ ପରେ ମଧ୍ୟ ପୋଲିସ ହତ୍ୟା ରହସ୍ୟ ଭେଦ କରି ପାରୁନଥିବାରୁ ଉଦବେଗ ପ୍ରକାଶ ପାଇଛି ।

ଆଇନଜୀବୀ ସ୍ୱର୍ଗତ ପୀତବାସ ପଣ୍ଡାଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଶୋକସଭାରେ ଶ୍ରଦ୍ଧାଞ୍ଜଳି ଦେଇ ଶୀଘ୍ର ହତ୍ୟାକାଣ୍ଡ ପଛର ଷଡ଼ଯନ୍ତ୍ର ରହସ୍ୟ ଉନ୍ମୋଚନ ପାଇଁ ବିଭିନ୍ନ ବ୍ୟକ୍ତି ଦାବି କରିଛନ୍ତି।

ପୋଲିସ ୭ଦିନ ମଧ୍ୟରେ ୭୦ରୁ ଅଧିକ ଲୋକଙ୍କୁ ଜେରା କଲାଣି, ତଥାପି ହତ୍ୟାକାଣ୍ଡରେ ସମ୍ପୃକ୍ତ ବ୍ୟକ୍ତିଙ୍କ ନିକଟରେ ପହଞ୍ଚି ପାରୁନାହିଁ । ପୋଲିସ ହତ୍ୟାକାରୀଙ୍କୁ ଚିହ୍ନଟ କରିପାରୁଛି ନା ହତ୍ୟା ପଛର ରହସ୍ୟ ଭେଦି ପାରୁଛି ।
ପୀତବାସ ପଣ୍ଡାଙ୍କୁ ପଏଣ୍ଟ ବ୍ଲାଙ୍କରୁ ଗୁଳି କରି ହତ୍ୟା କରାଯାଇଥିଲା । ଅପରାଧୀଙ୍କ ପାଖରେ ପହଞ୍ଚିବାକୁ ପୋଲିସ ଦିନ ରାତି ଏକ କରି ତଦନ୍ତ ଜାରି ରଖିଥିଲା ବେଳେ ବାନ୍ଧି ପାରିନାହିଁ ।

ସୂଚନା ଅନୁଯାୟୀ ପୋଲିସ ଜଣେ କର୍ପୋରେଟର ଓ ଜଣେ ଯବାନଙ୍କୁ ସନ୍ଦେହରେ ପଚରାଉଚରା କରି ଛାଡ଼ିଛି। ଖଲ୍ଲିକୋଟ୍, କବିସୂର୍ଯ୍ୟନଗର ଓ ଆସିକା ଅଞ୍ଚଳର ବହୁ ପୁରୁଣା ଅପରାଧୀଙ୍କୁ ଆଣି ଜେରା କରିଛି । ହେଲେ ନିଷ୍କର୍ଷରେ ପହଞ୍ଚି ପାରିନାହିଁ । ପୋଲିସ ପାଇଁ ଆହ୍ୱାନ ସୃଷ୍ଟି କରିଥିବା ପୀତବାସ ପଣ୍ଡା ହତ୍ୟାକାଣ୍ଡ ଉପରୁ ପୋଲିସ କେବେ ପରଦା ହଟାଉଛି ଓ ଅପରାଧୀଙ୍କୁ ଧରିବାରେ ସକ୍ଷମ ହେଉଛି ତା ଉପରେ ରାଜ୍ୟବାସୀଙ୍କ ନଜର ।

Leave a comment

Your email address will not be published. Required fields are marked *