orissaleads

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

Blog Post

orissaleads > ରାଜ୍ୟ > ବିଜେପି ଯାହା କହେ ତାହା କରି ଦେଖାଏ :- ମନମୋହନ ସାମଲ

ବିଜେପି ଯାହା କହେ ତାହା କରି ଦେଖାଏ :- ମନମୋହନ ସାମଲ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ବିଜେଡିର ଅନ୍ୟତମ ଗଡ଼ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଆୟୋଜିତ ମହା ମିଶ୍ରଣ ସଭାରେ ଯୋଗଦେଇଥିଲେ ରାଜ୍ୟ ରାଜନୀତିର ଅନ୍ୟତମ ଚର୍ଚ୍ଚିତ ନେତା ତଥା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ହଜାର ହଜାର କର୍ମୀଙ୍କ ଉପସ୍ଥିତିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ନିଜ ବକ୍ତବ୍ୟରେ କହିଛନ୍ତି, ଗତ ନିର୍ବାଚନରେ ଯାଜପୁରରେ ଅଭୂତପୂର୍ବ ପରିବର୍ତ୍ତନ ହୋଇଛି। ଏଠାରୁ ବିଜେପିର ୪ ଜଣ ବିଧାୟକ ଓ ଜଣେ ସାଂସଦ ବିଜୟୀ ହୋଇଛନ୍ତି। ମା‘ ବିରଜାଙ୍କ କୃପା ଓ ଯାଜପୁର ଜନସାଧାରଣଙ୍କ ଆଶୀର୍ବାଦ ଯୋଗୁ ବିଜେପିର ଏହି ବିଜୟ ସମ୍ଭବ ହୋଇଛି। ରାଜନୀତିରେ ଅହଙ୍କାରର ସ୍ଥାନ ନାହିଁ । ମା ବିରଜା କେବେ ବି ଅହଙ୍କାରକୁ ବରଦାସ୍ତ କରନ୍ତି ନାହିଁ। ଅହଂକାରର ପତନ ହୋଇଛି ।

ବିଜେପି ସରକାର ନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ବିଜେପି ସରକାର ରାଜ୍ୟରେ ସୁଭଦ୍ରା ଯୋଜନା କରି ମହିଳାମାନଙ୍କୁ ସଶକ୍ତ କରିଛି। ଧାନର ମୂଲ୍ୟ ୮ ଶହ ଟଙ୍କାକୁ ବୃଦ୍ଧି କରିଛନ୍ତି। ବିଜେଡି ୨୫ ବର୍ଷ ଭିତରେ ବିକାଶର ତଣ୍ଟି ଚିପିଦେଇଥିଲା, କିନ୍ତୁ ବିଜେପି ସରକାର ଆସିବା ପରେ ବିକାଶକୁ ଗତି ଦେଇଛି। ଲୋକେ କେବେ ଭାବିନଥିଲେ ଯାଜପୁରରେ ପରିବର୍ତ୍ତନ ହେବ । ଭଗବାନ କେବେ ଗର୍ବ ଅହଙ୍କାର ସହି ନାହାନ୍ତି। ମା ବିରଜା ଏହା ସହିଲେ ନାହିଁ। ଲୋକଙ୍କୁ ପୋକ ମାଛି ଭଳି ଭାବୁଥିଲେ କିଛି ନେତା ପଇସା ଦେଇ ଲୋକ ଆଣୁଥିଲେ। ୨୦୨୪ରେ ସେମାନଙ୍କୁ ଲୋକମାନେ ଜବାବ ଦେଲେ । ସରକାର ପରେ ସରକାର ଆସିଛି।

୭୮ବର୍ଷ ପରେ ବିଜେପିକୁ ରାଜ୍ୟରେ ଏକାକୀ କ୍ଷମତା ମିଳିଛି। ବିଜେପି ଯାହା କହେ ତାହା କରି ଦେଖାଏ। ସରକାରଙ୍କୁ ଆସିବା ପରେ ସଙ୍କଳ୍ପପତ୍ର ଅନୁସାରେ ପ୍ରତିଶ୍ରୁତି ପାଳନ ହେଉଛି। ସମୃଦ୍ଧ ରାଜ୍ୟରେ ପରିଣତ କରିବାକୁ ସଂକଳ୍ପ ନେଇଛୁ କରି ଦେଖାଇବୁ। ଧାନର ସହାୟକ ମୂଲ୍ୟ ବଢିବା ପରେ ଚାଷୀ ସମୃଦ୍ଧ ହେଉଛି। ରତ୍ନଭଣ୍ଡାର ଖୋଲି ସାରିଛି। ମରାମତି ଶେଷ ହୋଇଛି। ଏବେ ଗଣତି ହେବ । ଜଳସେଚନ ଶତ ପ୍ରତିଶତ କରିବାକୁ ଲକ୍ଷ ରଖିଛି ବିଜେପି ସରକାର। ରାଜ୍ୟକୁ ୧୭ ଲକ୍ଷ କୋଟି ଟଙ୍କା ପୁଞ୍ଜି ଆସିଛି, ଆଉ ୧୦ ଲକ୍ଷ କୋଟି ପୁଞ୍ଜି ଆସିବ। ଅନ୍ୟମାନେ କଣ କରିଥିଲେ ତାଲିକା ଲେଖି ଦିଅନ୍ତୁ ଆମେ ୧୫ ମାସରେ କଣ କରିଛୁ ଲୋକ ଜାଣିଛନ୍ତି। ଆମେ ହିସାବ ଦେଇପାରିବୁ ସେମାନେ ଦେଇପାରିବେନି। ସ୍ବପ୍ନ ଦେଖିଲେ ହେବନି ଯୋଜନା କରିବାକୁ ହେବ ଏବଂ କ୍ରିୟାନ୍ଵୟନ କରିବାକୁ ହେବ। ୭୮ ବର୍ଷରେ ଯାହା ହୋଇନି ତାହା ୫ ବର୍ଷରେ ହେବ ବୋଲି ଦୃଢୋକ୍ତି କରିଛନ୍ତି ମନମୋହନ । ସରକାର ଗଠନରେ ଅନ୍ୟତମ ମୁଖ୍ୟ ଭୂମିକା ଗ୍ରହଣ କରିଥିବାରୁ ଯାଜପୁରକୁ ମୁଁ ଧନ୍ୟବାଦ ଜଣାଉଛି ବୋଲି କହିଥିଲେ ।

Leave a comment

Your email address will not be published. Required fields are marked *