Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ବିଜେପି ଯାହା କହେ ତାହା କରି ଦେଖାଏ :- ମନମୋହନ ସାମଲ

ବିଜେପି ଯାହା କହେ ତାହା କରି ଦେଖାଏ :- ମନମୋହନ ସାମଲ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ବିଜେଡିର ଅନ୍ୟତମ ଗଡ଼ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଆୟୋଜିତ ମହା ମିଶ୍ରଣ ସଭାରେ ଯୋଗଦେଇଥିଲେ ରାଜ୍ୟ ରାଜନୀତିର ଅନ୍ୟତମ ଚର୍ଚ୍ଚିତ ନେତା ତଥା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ହଜାର ହଜାର କର୍ମୀଙ୍କ ଉପସ୍ଥିତିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ନିଜ ବକ୍ତବ୍ୟରେ କହିଛନ୍ତି, ଗତ ନିର୍ବାଚନରେ ଯାଜପୁରରେ ଅଭୂତପୂର୍ବ ପରିବର୍ତ୍ତନ ହୋଇଛି। ଏଠାରୁ ବିଜେପିର ୪ ଜଣ ବିଧାୟକ ଓ ଜଣେ ସାଂସଦ ବିଜୟୀ ହୋଇଛନ୍ତି। ମା‘ ବିରଜାଙ୍କ କୃପା ଓ ଯାଜପୁର ଜନସାଧାରଣଙ୍କ ଆଶୀର୍ବାଦ ଯୋଗୁ ବିଜେପିର ଏହି ବିଜୟ ସମ୍ଭବ ହୋଇଛି। ରାଜନୀତିରେ ଅହଙ୍କାରର ସ୍ଥାନ ନାହିଁ । ମା ବିରଜା କେବେ ବି ଅହଙ୍କାରକୁ ବରଦାସ୍ତ କରନ୍ତି ନାହିଁ। ଅହଂକାରର ପତନ ହୋଇଛି ।

ବିଜେପି ସରକାର ନିର୍ବାଚନ ସମୟରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ବିଜେପି ସରକାର ରାଜ୍ୟରେ ସୁଭଦ୍ରା ଯୋଜନା କରି ମହିଳାମାନଙ୍କୁ ସଶକ୍ତ କରିଛି। ଧାନର ମୂଲ୍ୟ ୮ ଶହ ଟଙ୍କାକୁ ବୃଦ୍ଧି କରିଛନ୍ତି। ବିଜେଡି ୨୫ ବର୍ଷ ଭିତରେ ବିକାଶର ତଣ୍ଟି ଚିପିଦେଇଥିଲା, କିନ୍ତୁ ବିଜେପି ସରକାର ଆସିବା ପରେ ବିକାଶକୁ ଗତି ଦେଇଛି। ଲୋକେ କେବେ ଭାବିନଥିଲେ ଯାଜପୁରରେ ପରିବର୍ତ୍ତନ ହେବ । ଭଗବାନ କେବେ ଗର୍ବ ଅହଙ୍କାର ସହି ନାହାନ୍ତି। ମା ବିରଜା ଏହା ସହିଲେ ନାହିଁ। ଲୋକଙ୍କୁ ପୋକ ମାଛି ଭଳି ଭାବୁଥିଲେ କିଛି ନେତା ପଇସା ଦେଇ ଲୋକ ଆଣୁଥିଲେ। ୨୦୨୪ରେ ସେମାନଙ୍କୁ ଲୋକମାନେ ଜବାବ ଦେଲେ । ସରକାର ପରେ ସରକାର ଆସିଛି।

୭୮ବର୍ଷ ପରେ ବିଜେପିକୁ ରାଜ୍ୟରେ ଏକାକୀ କ୍ଷମତା ମିଳିଛି। ବିଜେପି ଯାହା କହେ ତାହା କରି ଦେଖାଏ। ସରକାରଙ୍କୁ ଆସିବା ପରେ ସଙ୍କଳ୍ପପତ୍ର ଅନୁସାରେ ପ୍ରତିଶ୍ରୁତି ପାଳନ ହେଉଛି। ସମୃଦ୍ଧ ରାଜ୍ୟରେ ପରିଣତ କରିବାକୁ ସଂକଳ୍ପ ନେଇଛୁ କରି ଦେଖାଇବୁ। ଧାନର ସହାୟକ ମୂଲ୍ୟ ବଢିବା ପରେ ଚାଷୀ ସମୃଦ୍ଧ ହେଉଛି। ରତ୍ନଭଣ୍ଡାର ଖୋଲି ସାରିଛି। ମରାମତି ଶେଷ ହୋଇଛି। ଏବେ ଗଣତି ହେବ । ଜଳସେଚନ ଶତ ପ୍ରତିଶତ କରିବାକୁ ଲକ୍ଷ ରଖିଛି ବିଜେପି ସରକାର। ରାଜ୍ୟକୁ ୧୭ ଲକ୍ଷ କୋଟି ଟଙ୍କା ପୁଞ୍ଜି ଆସିଛି, ଆଉ ୧୦ ଲକ୍ଷ କୋଟି ପୁଞ୍ଜି ଆସିବ। ଅନ୍ୟମାନେ କଣ କରିଥିଲେ ତାଲିକା ଲେଖି ଦିଅନ୍ତୁ ଆମେ ୧୫ ମାସରେ କଣ କରିଛୁ ଲୋକ ଜାଣିଛନ୍ତି। ଆମେ ହିସାବ ଦେଇପାରିବୁ ସେମାନେ ଦେଇପାରିବେନି। ସ୍ବପ୍ନ ଦେଖିଲେ ହେବନି ଯୋଜନା କରିବାକୁ ହେବ ଏବଂ କ୍ରିୟାନ୍ଵୟନ କରିବାକୁ ହେବ। ୭୮ ବର୍ଷରେ ଯାହା ହୋଇନି ତାହା ୫ ବର୍ଷରେ ହେବ ବୋଲି ଦୃଢୋକ୍ତି କରିଛନ୍ତି ମନମୋହନ । ସରକାର ଗଠନରେ ଅନ୍ୟତମ ମୁଖ୍ୟ ଭୂମିକା ଗ୍ରହଣ କରିଥିବାରୁ ଯାଜପୁରକୁ ମୁଁ ଧନ୍ୟବାଦ ଜଣାଉଛି ବୋଲି କହିଥିଲେ ।

Leave a comment

Your email address will not be published. Required fields are marked *