Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବିପଦପୂର୍ଣ୍ଣ ଭାବେ ରାସ୍ତା କଡରେ ଲାଗିଛି ହୋଡିଂ, ପ୍ରଶାସନ ନଜର ନାହିଁ

ବିପଦପୂର୍ଣ୍ଣ ଭାବେ ରାସ୍ତା କଡରେ ଲାଗିଛି ହୋଡିଂ, ପ୍ରଶାସନ ନଜର ନାହିଁ

ଓଡ଼ିଶା ଲିଡ୍ସ(ଯାଜପୁର): ନିଜ ଅନୁଷ୍ଠାନର ସଫଳତାର ଗାଥା ଗାଇବାକୁ ବିଭିନ୍ନ ଘରୋଇ ଅନୁଷ୍ଠାନ ରାସ୍ତା ମଝିରେ ଲାଗିଥିବା ଗଛ ଓ ବିଦ୍ୟୁତ ଖୁଣ୍ଟକୁ ସାହାରା କରିଛନ୍ତି । ନିଜ ଘରୋଇ ଅନୁଷ୍ଠାନର ପ୍ରଚାର ପାଇଁ ରାସ୍ତା ମଝି ଗଛ ଓ ବିଦ୍ୟୁତ ଖୁଣ୍ଟରେ ବିପୁଳ ସଂଖ୍ୟାରେ ଓ ବିପଦପୂର୍ଣ୍ଣ ଭାବେ ହୋର୍ଡିଂ ଲଗା ଯାଇଛି । ଏହା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲାର ଅନ୍ୟତମ ପ୍ରମୁଖ ରାସ୍ତା ୨୦ ନମ୍ୱର ଜାତୀୟ ରାଜପଥ ମଲ୍ଲିକାପୁର ଠାରୁ ମାନସା ପୋଲ ରାସ୍ତାରେ ।

ଏହି ରାସ୍ତା ଜିଲ୍ଲାର ଅନ୍ୟତମ ବ୍ୟସ୍ତ ବହୁଳ ରାସ୍ତା । ଦୈନିକ ହଜାର ହଜାର ସଂଖ୍ୟାରେ ଛୋଟ ବଡ଼ ଗାଡି ସହିତ ଦୁଇ ଚକିଆ ଯାନ ଗତାଗତ କରୁଛି । ଲାଗିଥିବ ହୋର୍ଡିଂ ଗୁଡିକ ରାସ୍ତା ଡିଭାଇଡ଼ର ଉପରେ ବିପଦପୂର୍ଣ୍ଣ ଭାବେ ରଖା ଯାଇଛି । ଯାହା ଯେ କୌଣସି ସମୟରେ ଦୁର୍ଘଟଣାର କାରଣ ହେବ । ଏହି ରାସ୍ତା ଦେଇ ପୋଲିସ ଓ ପ୍ରଶାସନିକ ଅଧିକାରୀ ଗତାଗତ କରୁଥିଲା ବେଳେ ଏହା ସେମାନଙ୍କ ନଜରକୁ କିଭଳି ଆସୁନାହିଁ ତାହା ସନ୍ଦେହ ସୃଷ୍ଟି କରିଛି । ଏହା ଛଡା ଏହି ହୋର୍ଡିଂ ଲଗାଇବାକୁ ସମ୍ପୃକ୍ତ ଘରୋଇ ଅନୁଷ୍ଠାନ କାହା ଠାରୁ ଅନୁମତି ଆଣିଛନ୍ତି ସେ ନେଇ ତଦନ୍ତ କରିବା ସହିତ ଏହାକୁ ରାସ୍ତା କଡ଼ରୁ ହଟାଇବାକୁ ସାଧାରଣରେ ଦାବି ହୋଇଛି ।

Leave a comment

Your email address will not be published. Required fields are marked *