orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଜିଲ୍ଲା > ଯାଜପୁର > ବିପଦର ବନ୍ଧୁ ଡ୍ୟାନି: ଅଗ୍ନି ବିପନ୍ନଙ୍କ ନିକଟରେ ପହଞ୍ଚି ସହାୟତାର ହାତ ବଢ଼ାଇଲେ

ବିପଦର ବନ୍ଧୁ ଡ୍ୟାନି: ଅଗ୍ନି ବିପନ୍ନଙ୍କ ନିକଟରେ ପହଞ୍ଚି ସହାୟତାର ହାତ ବଢ଼ାଇଲେ

ମୁଁ ତୁମ ପରିବାରର ଲୋକ, ମୁଁ ତୁମ ସହିତ ଅଛି

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ବ୍ଲକ ଅନ୍ତର୍ଗତ ଓଳିଆ ପଞ୍ଚାୟତର ଧଉରା ସାହିରେ ଅଗ୍ନିକାଣ୍ଡ ଘଟି କେଶବ ମୁଣ୍ଡା, ବିପିନ୍ ମୁଣ୍ଡା, ବିର୍ସା ମୁଣ୍ଡା ଏବଂ ମହେଶ୍ୱର ମୁଣ୍ଡାଙ୍କ ଘର ସହିତ ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇ ଯାଇଛି । ଏହି ଖବର ପାଇ ବିପନ୍ନ ପରିବାର ବର୍ଗଙ୍କ ନିକଟରେ ପହଞ୍ଚିଛନ୍ତି ଇଂ ପ୍ରୀତିରଞ୍ଜନ ଘଡାଇ । ଘଟଣା ସ୍ଥଳ ବୁଲି ଦେଖିବା ସହିତ ପରିବାର ବର୍ଗଙ୍କ ସହିତ ଅଗ୍ନିକାଣ୍ଡରେ କ୍ଷୟକ୍ଷତି ବିଷୟରେ ପଚାରି ବୁଝିଥିଲେ ।

ବିପଦ ସମୟରେ ଅଧର୍ଯ୍ୟ ନହେବାକୁ ଓ ବିପଦକୁ ସମ୍ମୁଖୀନ ହେବାକୁ ପରାମର୍ଶ ଦେବା ସହିତ ମୁଁ ତୁମ ପରିବାର ସଦସ୍ୟଙ୍କ ଭଳି, ଏଭଳି ବିପଦ ସମୟରେ ମୁଁ ତୁମ ସହିତ ଅଛି ବୋଲି କହି ସେମାନଙ୍କୁ ସାନ୍ତ୍ୱନା ଦେଇଥିଲେ । ସେମାନଙ୍କ ପାଇଁ ତୁରନ୍ତ ଆବଶ୍ୟକୀୟ ଜିନିଷ ପତ୍ର ଯୋଗାଇ ଦେଇଥିଲେ ।

ନିଜ ରାଜନୀତି ଜୀବନରେ ଅସହାୟ ଲୋକଙ୍କୁ ସାହାଯ୍ୟର ହାତ ବଢ଼ାଇ ବହୁ ସମୟରେ ଉଦାହରଣ ସୃଷ୍ଟି କରିଛନ୍ତି ଇଂ ଘଡାଇ । ଅଭାବ ଅସୁବିଧାରେ ପଡିଥିବା ଲୋକ ନିକଟରେ ପହଞ୍ଚି ସବୁ ସ୍ତରରେ ସହାୟତା ପ୍ରଦାନ କରିବାର ବହୁ ନଜିର ରହିଛି ଡ୍ୟାନିଙ୍କ ନାମରେ ।

Leave a comment

Your email address will not be published. Required fields are marked *