ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ସକାଳେ ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇ ଯାଇଛି । ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ଅନ୍ୟ ୪ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ଖବର ସର ବରାହ ସଂସ୍ଥା ପିଟିଆଇ ସୂତ୍ରରୁ ସୂଚନା ମିଳିଛି । ମୁମ୍ବାଇରୁ ବାରାମତୀ ଯିବାବେଳେ ସକାଳ ୮ଟା ୪୫ ମିନିଟ୍ରେ ତାଙ୍କ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।




















