ଓଡ଼ିଶା ଲିଡ୍ସ(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ସମାଜସେବୀ, ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ ଖବର କାଗଜର ପୂର୍ବତନ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ ହୋଇ ଯାଇଛି । ଅସୁସ୍ଥ ହୋଇ ସେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ପରଲୋକ ଘଟିଛି । ତାଙ୍କ ମୃତ୍ୟୁ ଖବର ବିଭିନ୍ନ ମହଲରେ ଶୋକର ଛାୟା ଖେଳାଇ ଦେଇଛି ।
