ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଶିଷ୍ଟ ସମାଜସେବୀ, ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ ଖବର କାଗଜର ପୂର୍ବତନ ସମ୍ପାଦକ, ପ୍ରକାଶକ ନିରଞ୍ଜନ ରଥଙ୍କ ଦେହାନ୍ତ ହୋଇ ଯାଇଛି । ତାଙ୍କ ମୃତ୍ୟୁ ଖବର ପାଇ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଅମର ଆତ୍ମାର ଶାନ୍ତି କାମନା ସହିତ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଇଂ ଘଡାଇ ।
