orissaleads

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

Blog Post

orissaleads > ରାଜ୍ୟ > ବିଶିଷ୍ଠ ଶିକ୍ଷାବିତ, ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ଼ଃ ଗୋକୁଳାନନ୍ଦ ଦାସଙ୍କ ବିୟୋଗ

ବିଶିଷ୍ଠ ଶିକ୍ଷାବିତ, ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ଼ଃ ଗୋକୁଳାନନ୍ଦ ଦାସଙ୍କ ବିୟୋଗ

ଓଡ଼ିଶା ଲିଡ୍ସ(ଯାଜପୁର): ରାଜ୍ୟର ଅନ୍ୟତମ ବିଶିଷ୍ଠ ଶିକ୍ଷାବିତ, ଉତ୍କଳ ବିଶ୍ଵବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର ଡ଼ଃ ଗୋକୁଳାନନ୍ଦ ଦାସଙ୍କର ଆଜି ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଆଜି ସେ ତାଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ହୃଦଘାତ କାରଣରୁ ତାଙ୍କ ଦେହାନ୍ତ ହୋଇଥିବା ପରିବାର ସୂତ୍ରରୁ ପ୍ରକାଶ । ଯାଜପୁର ଜିଲ୍ଲା ବରୀ ବ୍ଲକ ନେଉଳା ଗ୍ରାମରେ ସେ ଜନ୍ମ ଗ୍ରହଣ କରିଥିଲେ । ପିଲାବେଳୁ ଜଣେ ମେଧାବୀ ଛାତ୍ର ଭାବେ ତାଙ୍କ ପରିଚୟ ସୃଷ୍ଟି କରିଥିଲେ । ଜଣେ ବିଶିଷ୍ଠ ଗଣିତଜ୍ଞ ଭାବେ ସାରା ଦେଶରେ ତାଙ୍କ ଭିନ୍ନ ପରିଚୟ ଥିଲା । ତାଙ୍କ ଦେହାନ୍ତରେ ସାରା ରାଜ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି । ବିଶେଷ କରି ତାଙ୍କ ଜନ୍ମସ୍ଥାନ ବରୀ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ତାଙ୍କ ଦେହାନ୍ତରେ ପୂର୍ବତନ ଅର୍ଥମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ, ପୂର୍ବତନ ମନ୍ତ୍ରୀ ଅମର ପ୍ରସାଦ ଶତପଥୀ, ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ, ବରୀ ବିଜେପି ନେତା ଉମେଶ ଜେନା, ଅବସରପ୍ରାପ୍ତ ନୌସେନା ଅଧିକାରୀ ଡ଼ଃ ବିନୟ ଭାନୁ ଦାସ, ଲାଲ ବିହାରୀ ମହାନ୍ତି, ଡାକ୍ତର ରାଜକିଶୋର ପଣ୍ଡା, ଡାକ୍ତର କିଶୋର ଚନ୍ଦ୍ର ବେହେରା, ବିନୋଜ ଜେନା, ବିଜେପି ଜିଲ୍ଲା ସମ୍ପାଦକ ସୁରଜ ଲାଲ ସାମଲ, ବିଶିଷ୍ଠ ଶିଳ୍ପୀ ଅକ୍ଷୟ କୁମାର ବେଉରିଆ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସୁଲଭ ବେଉରିଆ, ସାମ୍ବାଦିକ ଆଦିତ୍ୟ ମେକାପ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।

Leave a comment

Your email address will not be published. Required fields are marked *