Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ପୁରୀ > ବୁଲା ବିକାଳିଙ୍କଠାରୁ ଦହିବରା ଖାଇ ୫୦ରୁ ଅଧିକ ଅସୁସ୍ଥ, ଅଧିକାଂଶ ଶିଶୁ

ବୁଲା ବିକାଳିଙ୍କଠାରୁ ଦହିବରା ଖାଇ ୫୦ରୁ ଅଧିକ ଅସୁସ୍ଥ, ଅଧିକାଂଶ ଶିଶୁ

ଓଡ଼ିଶା ଲିଡ୍ସ(ବ୍ରହ୍ମଗିରି): ପୁରୀ ଜିଲ୍ଲା କାକଟପୁର ଅଞ୍ଚଳରେ ବୁଲା ବିକାଳି ଠାରୁ ଦହିବରା ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇଥିଲା ବେଳେ ସେମାନଙ୍କ ମଧ୍ୟରେ ଅନେକ ଶିଶୁ ରହିଛନ୍ତି । ବାଙ୍ଗୁରିଗାଁ ପଞ୍ଚାୟତ ଅନ୍ତର୍ଗତ ତେନ୍ତୁଳି ଗାଁରେ ଜଣେ ବୁଲା ବିକାଳିଙ୍କଠାରୁ ଦହିବରା ଖାଇ ଲୋକ ମାନେ ଅସୁସ୍ଥ ହୋଇପଡ଼ିଛନ୍ତି । ଗାଁରେ ଜଣେ ବୁଲା ବିକାଳି ଦହିବରା ବିକ୍ରି କରିଥିଲେ, ତାହାକୁ ଖାଇବା ପରେ ସ୍ଥାନୀୟ ଲୋକଙ୍କଠାରେ ହଠାତ୍ ବାନ୍ତି, ଝାଡ଼ା ଏବଂ ପେଟ ବିନ୍ଧା ଭଳି ଲକ୍ଷଣ ଦେଖାଦେଇଥିଲା । ଏହାକୁ ନେଇ ଗ୍ରାମରେ କିଛି ସମୟ ପାଇଁ ଆତଙ୍କ ଖେଳିଯାଇଥିଲା । ପରେ ସମସ୍ତ ଅସୁସ୍ଥଙ୍କୁ ତୁରନ୍ତ ସ୍ଥାନୀୟ ବାଙ୍ଗୁରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତରୀ ଦଳଙ୍କ ଦ୍ୱାରା ସଠିକ୍ ସମୟରେ ଏବଂ ତ୍ୱରିତ ଚିକିତ୍ସା ସେବା ଯୋଗାଇ ଦିଆଯିବାରୁ ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି । ସମସ୍ତେ ବିପଦମୁକ୍ତ ଥିବାରୁ ପ୍ରଶାସନ ଓ ଗ୍ରାମବାସୀ ଆଶ୍ୱସ୍ତି ଅନୁଭବ କରିଛନ୍ତି । ଏଭଳି ଘଟଣା ପରେ ଗ୍ରାମାଞ୍ଚଳରେ ବୁଲୁଥିବା ବୁଲା ବିକାଳିଙ୍କ ଖାଦ୍ୟର ଗୁଣବତ୍ତା ଏବଂ ସ୍ୱଚ୍ଛତାକୁ ନେଇ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ସ୍ଥାନୀୟ ଲୋକେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯିବାକୁ ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *