orissaleads

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

Blog Post

orissaleads > ଜିଲ୍ଲା > କେନ୍ଦ୍ରାପଡ଼ା > ବେଣିପୁର ବିରୂପା ସେତୁ ଢ଼ଳେଇ ଉଠି ଦେଖାଯାଉଛି ଲୁହା ରଡ଼, ବିପଦରେ ପଥଚାରୀ

ବେଣିପୁର ବିରୂପା ସେତୁ ଢ଼ଳେଇ ଉଠି ଦେଖାଯାଉଛି ଲୁହା ରଡ଼, ବିପଦରେ ପଥଚାରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କେନ୍ଦ୍ରାପଡା ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ବେଣିପୁର ବିରୂପା ସେତୁ ପଥଚାରୀଙ୍କ ପାଇଁ ବିପଦ ହୋଇଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ୨୦୧୩ ମସିହାରେ ଲୋକାର୍ପିତ ହୋଇଥିଲା ଏହି ସେତୁ । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଏହା ଲୋକାର୍ପିତ ହୋଇଥିଲା ବେଳେ ଏହି ସେତୁ କେନ୍ଦ୍ରାପଡା ଜିଲ୍ଲା ସହିତ ଯାଜପୁର ଜିଲ୍ଲାକୁ ସଂଯୋଗ କରୁଛି । ଏହି ସେତୁ ଦେଇ ଦୈନିକ ହଜାରରୁ ଅଧିକ ଲୋକ ବିଭିନ୍ନ ଗାଡି ମଟରରେ ଗତାଗତ କରୁଛନ୍ତି । ଏହି ସେତୁ ଉପରେ ଗଦା ହୋଇ ରହିଛି ବିପୁଳ ପରିମାଣର ବାଲି । ଫଳରେ ଏହି ସେତୁ ଅତିକ୍ରମ କଲା ବେଳେ ବାଇକ ଚାଳକ ମାନେ ଦୁର୍ଘଟଣାର ଶିକାର ହେଉଛନ୍ତି । ବିପୁଳ ପରିମାଣର ବାଲି ଗଦା ହୋଇଥିବାରୁ ବାଇକ ଚକ ସ୍ଲିପ କରୁଛି । ଫଳରେ ପ୍ରାୟ ଦୈନିକ ସେତୁ ଉପରେ ଦୁର୍ଘଟଣା ହେଉଛି । ଏହା ସହିତ ସେତୁର କିଛି ସ୍ଥାନରେ ଢ଼ଳେଇ ଉଠି ଯାଇ ରଡ଼ ବାହାରି ଯାଇ ପଦାକୁ ଟେକି ହୋଇ ରହିଛି । ଯାହା ଅନ୍ୟତମ ବିପଦର କାରଣ ହୋଇଛି । ତୁରନ୍ତ ଏହି ସେତୁ ଉପରୁ ବାଲି ସଫା କରିବା ସହିତ ଦେଖା ଯାଉଥିବା ରଡ଼ ସ୍ଥାନରେ ଢ଼ଳେଇ କରିବାକୁ ସାଧାରଣରେ ଦାବି ହୋଇଛି ।

Leave a comment

Your email address will not be published. Required fields are marked *