Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ବ୍ଲକ ଗ୍ରାଣ୍ଟ ଶିକ୍ଷକ, କର୍ମଚାରୀଙ୍କ ପରିବାର ପ୍ରତି ଅନୁକମ୍ପା ଦେଖାନ୍ତୁ ସରକାର

ବ୍ଲକ ଗ୍ରାଣ୍ଟ ଶିକ୍ଷକ, କର୍ମଚାରୀଙ୍କ ପରିବାର ପ୍ରତି ଅନୁକମ୍ପା ଦେଖାନ୍ତୁ ସରକାର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବ ସରକାର ରାଜ୍ୟରେ ମୃତ ସରକାରୀ କର୍ମଚାରୀଙ୍କ ମୃତ୍ୟରେ ଦିଆଯାଉଥିବା ଅନୁକମ୍ପା ମୂଳକ ନିଯୁକ୍ତି ପ୍ରଦାନରେ ରୋକ ଲଗାଇଥିଲେ । ବର୍ତ୍ତମାନର ସରକାର ପୁଣି ଅନୁକମ୍ପା ମୂଳକ ନିଯୁକ୍ତି ପ୍ରଦାନ କରିବାକୁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ଯାହାକୁ ମୃତ ସରକାରୀ କର୍ମଚାରୀଙ୍କ ପରିବାର ପକ୍ଷରୁ ସ୍ୱାଗତ କରାଯାଇଛି । ସରକାରଙ୍କ ଏହି ନିଷ୍ପତି ଦ୍ୱାରା ମୃତ କର୍ମଚାରୀଙ୍କ ପରିବାର ଉପକୃତ ହୋଇ ପାରିବେ ।

ହେଲେ ଦୀର୍ଘ ବର୍ଷ ହେଲା ବ୍ଲକ ଗ୍ରାଣ୍ଟ କର୍ମଚାରୀ ଭାବେ ଚାକରି କରୁଥିବା ବେଳେ ମୃତ୍ୟୁ ବରଣ କରିଥିବା କର୍ମଚାରୀଙ୍କ ପରିବାର ଏହି ସୁବିଧାରୁ ବଞ୍ଚିତ ହେବାକୁ ଯାଉଛନ୍ତି । କାରଣ ସରକାର ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କ ପରିବାରର ପ୍ରତି ଅନୁକମ୍ପା ମୂଳକ ନିଯୁକ୍ତି ପ୍ରଦାନ କରିବାର ବ୍ୟବସ୍ଥା କରି ନାହାନ୍ତି । ଫଳରେ ବ୍ଲକ ଗ୍ରାଣ୍ଟ ଚାକିରୀ କରୁଥିବା ସମୟରେ ମୃତ୍ୟୁବରଣ କରିଥିବା କର୍ମଚାରୀଙ୍କ ପରିବାର ଏବେ ବହୁ ସମସ୍ୟା ଦେଇ ଗତି କରୁଛନ୍ତି । ଏହି ପରିବାରର ସଦସ୍ୟ ମାନେ ଦୀର୍ଘ ଦିନ ହେଲା ଅନୁକମ୍ପା ମୂଳକ ନିଯୁକ୍ତି ଅପେକ୍ଷାରେ ଚାହିଁ ବସିଛନ୍ତି । ହେଲେ ସରକାରଙ୍କ ଏହି ନିଷ୍ପତି ଏବେ ଏହି ପରିବାର ଉପରେ ଦୁଃଖର ପାହାଡ଼ ଛିଡା କରିଛି ।

ସ୍ୱଳ୍ପ ବେତନ ପାଉଥିବା ବେଳେ ମୃତ୍ୟୁ ବରଣ କରିଥିବା ଏହି ପରିବାର ଏବେ ଆର୍ଥିକ ସମସ୍ୟା ଦେଇ ଗତି କରୁଛନ୍ତି । ସରକାର ବ୍ଲକ ଗ୍ରାଣ୍ଟ ଚାକରି କରି ମୃତ୍ୟୁ ବରଣ କରିଥିବା କର୍ମଚାରୀଙ୍କ ପ୍ରତି ଅନୁକମ୍ପା ଦେଖାଇ ସେମାନଙ୍କ ପରିବାରରୁ ଜଣଙ୍କୁ ଅନୁକମ୍ପା ମୂଳକ ନିଯୁକ୍ତି ପ୍ରଦାନ କରିବାକୁ ଦାବି ହୋଇଛି ।

Leave a comment

Your email address will not be published. Required fields are marked *