Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଭଡା ଘର ଉପରେ ବେଆଇନ ଚଢ଼ାଉ:ନିର୍ବାଚନ କମିଶନ ନିକଟରେ ଅଭିଯୋଗ କଲେ ଇଂ ପ୍ରୀତିରଞ୍ଜନ ଘଡାଇ

ଭଡା ଘର ଉପରେ ବେଆଇନ ଚଢ଼ାଉ:ନିର୍ବାଚନ କମିଶନ ନିକଟରେ ଅଭିଯୋଗ କଲେ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିନା ସର୍ଚ୍ଚ ୱାରେଣ୍ଟରେ ନୂଆପଡା ସ୍ଥିତ ତାଙ୍କ ଭଡାଘରେ ପଶି ପୋଲିସ ସର୍ଚ୍ଚ କରିବା ଓ ଭଙ୍ଗାରୁଜା କରିବା ବିରୁଦ୍ଧରେ ନିର୍ବାଚନ କମିଶନଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ନୂଆପଡା ଉପନିର୍ବାଚନରେ ବିଜେଡିର ଜଣେ ଷ୍ଟାର ପ୍ରଚାରକ ରୂପେ ପ୍ରଚାର ଦାୟିତ୍ୱ ତୁଲାଉଥିବା ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ନୂଆପଡା ଭଡା ଘରେ ତାଙ୍କ ଅନୁପସ୍ଥିତିରେ ଓ ବିନା ସର୍ଚ୍ଚ ୱାରେଣ୍ଟରେ ପୋଲିସ ସର୍ଚ୍ଚ କରିଥିଲା । ଏହି ସମୟରେ ତାଙ୍କ କେୟାରଟେକର ଏହାର ପ୍ରତିବାଦ କରି ସର୍ଚ୍ଚ ୱାରେଣ୍ଟ ଦେଖାଇବାକୁ କହିଥିଲେ । ହେଲେ ସମ୍ପୃକ୍ତ ଅଧିକାରୀ ଏହା ଦେଖାଇ ପାରିନଥିଲେ । ଫଳରେ ସମ୍ପୃକ୍ତ କେୟାରଟେକର ତାଙ୍କୁ ଘରେ ପଶିବାକୁ ବାରଣ କରିଥିଲେ । ହେଲେ ଅଧିକାରୀ ଜଣକ ପୋଲିସ ସହିତ ଜୋର ଜବରଦସ୍ତ ଘରେ ପଶି ଘର ସର୍ଚ୍ଚ କରିଥିଲେ ଓ ଭଙ୍ଗା ରୁଜା କରିଥିଲେ । ଏହା ଚର୍ଚ୍ଚାର ବିଷୟ ହୋଇଥିଲା ବେଳେ ବିଜେଡି ଦଳ ସହିତ ସାଧାରଣରେ ମଧ୍ୟ ପ୍ରତିକ୍ରିୟା ସୃଷ୍ଟି କରିଥିଲା । ଏହାକୁ ନେଇ ବିଜେଡି ରାସ୍ତାକୁ ଓହ୍ଲାଇଥିଲା । ଏ ନେଇ ଆଜି ନିର୍ବାଚନ କମିଶନଙ୍କୁ ଚିଠି ଲେଖି ଏହାର ପ୍ରତିବାଦ କରିବା ସହିତ ଏହି ଘଟଣାରେ ସମ୍ପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଏହା ସହିତ ତାଙ୍କୁ ନିଲମ୍ବନ କରିବା ସହିତ ନିର୍ବାଚନ କାର୍ଯ୍ୟରୁ ଦୁରେଇ ରଖିବାକୁ ମଧ୍ୟ ନିବେଦନ କରିଛନ୍ତି ।

ଇଂ ଘଡାଇ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ନୂଆପଡାରେ ବିଜେପିକୁ ପରାଜୟର ଭୟ ଘାରିଛି । ତେଣୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏଭଳି ବେଆଇନ କାର୍ଯ୍ୟ ହୋଇଛି । ଯାହା ମଡେଲ ନିର୍ବାଚନ ଆଚରଣ ବିଧିକୁ ଉଲଂଘନ କରୁଛି । ନିର୍ବାଚନ କମିଶନଙ୍କ ନିକଟରେ ପ୍ରାର୍ଥନା କରିଛି ଯେଉଁ ମାନେ ଏଥିରେ ସମ୍ପୃକ୍ତ ସେମାନଙ୍କ ବିଷୟରେ ତଦନ୍ତ କରାଯାଇ ନିର୍ବାଚନ ପ୍ରକ୍ରିୟାରୁ ଦୁରେଇ ରଖାଯାଉ । ନୂଆପଡା ଉପନିର୍ବାଚନ ରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେଉଥିଲା ବେଳେ ନୂଆପଡାବାସୀ କିଭଳି ନିରପେକ୍ଷ ଭାବେ ଓ ସୁରକ୍ଷିତ ଭାବେ ନିଜର ମତାଧିକାର ସାବ୍ୟସ୍ତ କରିବେ ସେଥିପ୍ରତି ନିର୍ବାଚନ କମିଶନ ଦୃଷ୍ଟି ଦିଅନ୍ତୁ ବୋଲି ନିବେଦନ କରିଛି ।

Leave a comment

Your email address will not be published. Required fields are marked *