Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଆନ୍ତର୍ଜାତୀୟ > ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତ ସହ ଯୁଦ୍ଧ ପରିସ୍ଥିତି ସୃଷ୍ଟି କରି ଦୁର୍ବଳ ପାକିସ୍ତାନ ଏବେ ଖଣ୍ଡ ବିଖଣ୍ଡିତ ହେବାକୁ ଯାଉଥିବା ନେଇ ଚର୍ଚ୍ଚା ବଢିଛି । ଯୁଦ୍ଧ ବଢିବା ସହିତ ପାକିସ୍ତାନରେ ବିଭାଜନ ଆଶଙ୍କା ବେଶ ବଢି ଯାଇଛି । ଚାରି ଦିଗରୁ ଆକ୍ରମଣରେ ଥରି ଉଠିଛି ପାକିସ୍ତାନ ।

ଭାରତ ଘନ ଘନ ଆକ୍ରମଣ କରୁଥିଲା ବେଳେ ଵେଲୁଚ ବିଦ୍ରୋହୀ ପାକିସ୍ତାନ ସେନାକୁ ନୟାନ୍ତ କରି ସାରିଲେଣି । ସୁଯୋଗ ନେଇ ତାଲିବାନ ବି ଆକ୍ରମଣ ଆରମ୍ଭ କରିଛି । ଆଉ ଏତିକି ବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲରୁ ମୁକ୍ତ କରିବାକୁ ତାଙ୍କ ସମର୍ଥକ ରାସ୍ତାକୁ ଓହ୍ଲାଇଛନ୍ତି । ଯାହା ଏହି ଦେଶରେ ଗୃହ ଯୁଦ୍ଧ ପରିସ୍ଥିତି ସୃଷ୍ଟି କରିଛି ।

ବିଶେଷ ସୂଚନା ଅନୁଯାୟୀ ନିଜକୁ ସ୍ବତନ୍ତ୍ର ରାଷ୍ଟ୍ର ଘୋଷଣା କଲାଣି ବଲୁଚିସ୍ତାନ। ଦୀର୍ଘ ଦିନ ହେଲା ଏହି ଆନ୍ଦୋଳନ ଚାଲୁଥିଲା ବେଳେ ଭାରତ ସହିତ ଯୁଦ୍ଧ ସମୟରେ ବଲୁଚିସ୍ତାନ ନିଜକୁ ସ୍ୱାଧୀନ ରାଷ୍ଟ୍ର ଘୋଷଣା କରି ପାକିସ୍ତାନ ସରକାରକୁ ଚିନ୍ତାରେ ପକାଇ ଦେଇଛି । ସିନ୍ଧୁ ପ୍ରଦେଶରେ ବି ଜୋର ଧରିଛି ସ୍ବତନ୍ତ୍ର ଦେଶ ମାନ୍ୟତା ଦାବି । ଖାଇବର ପଖତୁନଖୱାରେ ବି ସ୍ବତନ୍ତ୍ର ଦେଶ ହେବାକୁ ଦାବି ହେଲାଣି । ଏପରି ସ୍ଥଳେ ଯଦି ପାକିସ୍ତାନ ବଞ୍ଚି ରହେ ତେବେ ପଞ୍ଜାବ ପ୍ରଦେଶକୁ ନେଇ ବଞ୍ଚି ରହିବ ବୋଲି ଚର୍ଚ୍ଚା ହେଉଛି ।

Leave a comment

Your email address will not be published. Required fields are marked *