orissaleads

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

Blog Post

orissaleads > ର୍ଜାତୀୟ > ଭାରତୀୟ ସେନାକୁ ବଡ଼ ସଫଳତା,ପହଲଗାମ ମାଷ୍ଟର ମାଇଣ୍ଡ ମୁସା ସଫା

ଭାରତୀୟ ସେନାକୁ ବଡ଼ ସଫଳତା,ପହଲଗାମ ମାଷ୍ଟର ମାଇଣ୍ଡ ମୁସା ସଫା

ଓଡ଼ିଶା ଲିଡ୍ସ(ବ୍ୟୁରୋ):ପହଲଗାମ ଆତଙ୍କୀ ହମଲାର ମାଷ୍ଟର ମାଇଣ୍ଡ ମୁସାକୁ ନିପାତ କରିଛି ଭାରତୀୟ ସେନା। ଅପରେସନ ସିନ୍ଦୁର ପରେ ଭାରତୀୟ ସେନା ବାହିନୀକୁ ବଡ଼ ସଫଳତା ମିଳିଛି। ଲସ୍କର-ଇ-ତୋଇବାର ଏହି ଟପ୍ କମାଣ୍ଡର ହାସିମ ମୁସାକୁ ଏନକାଉଣ୍ଟରରେ ମାରିଛି ଭାରତୀୟ ସେନା। ମୁସା ପୂର୍ବରୁ ପାକିସ୍ତାନ ସେନାରେ ସାମିଲ ଥିଲା। ଶ୍ରୀନଗରରେ ସେନା ପକ୍ଷରୁ ଅପରେସନ ମହାଦେବ ମାଧ୍ୟମରେ ତାକୁ ନିପାତ କରାଯାଇଛି । ପହଲଗାମ ହମଲା ସହ ସୋନମାର୍ଗ ଟନେଲ ଆକ୍ରମଣ ଘଟଣାର ମଧ୍ୟ ସେ ମାଷ୍ଟର ମାଇଣ୍ଡ ଥିଲା ।

୨୦୨୨ରେ ଲସ୍କର ସହ ସାମିଲ ହୋଇଥିଲା ମୁସା। ପହଲଗାମ ହମଲା ପାଇଁ ଯୋଜନା କରିବାରୁ ଆରମ୍ଭ କରି ଆକ୍ରମଣ ପର୍ଯ୍ୟନ୍ତ ହାସିମ ମୁସା ଗୁରୁତ୍ବପୂର୍ଣ୍ଣ ଭୂମିକା ନେଇଥିଲା। ଅପରେସନ୍ ମହାଦେବରେ ସେନା ଓ ଜମ୍ମୁ କାଶ୍ମୀର ପୋଲିସ ସାମିଲ ଥିଲେ । ଏହି ମିଳିତ ଅପରେସନରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି।

ଲିଡୱାସରେ ଏହି ଅପରେସନ ହୋଇଥିଲା । ଏହି ଅଞ୍ଚଳ ହେଉଛି ଶ୍ରୀନଗର ବାହାରେ ଘନ ଜଙ୍ଗଲ ଭିତରେ ଥିବା ଅଞ୍ଚଳ। ଏଠାରେ ଆତଙ୍କବାଦୀଙ୍କ ଗତିବିଧି ଚାଲେ। ଗୁଇନ୍ଦା ତଥ୍ୟ ଆଧାରରେ ଏଠାରେ ମିଳିତ ଅପରେସନ ହୋଇଥିଲା । ଏବେ ବି ସେଠାରେ ଅପରେସନ୍ ଜାରି ରହିଛି।

ଚଳିତ ବର୍ଷ ଏପ୍ରିଲ ମାସ ୨୨ ତାରିଖରେ ପହଲଗାମ ଆତଙ୍କୀ ହମଲା ହୋଇଥିଲା । ଯେଉଁଥିରେ ୨୫ ଭାରତୀୟଙ୍କ ସହ ଜଣେ ନେପାଳୀ ନାଗରିକଙ୍କର ମୃତ୍ୟୁ ହୋଇଥିଲା। ଯାହା ସାରା ଦେଶକୁ ସ୍ତବ୍ଧ କରି ଦେଇଥିଲା । ଯାହାକୁ ନେଇ ଦେଶ ଅପରେସନ ସିନ୍ଦୁର ଜରିଆରେ ପାକିସ୍ତାନ ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ କରିଥିଲା ।

Leave a comment

Your email address will not be published. Required fields are marked *