Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > କ୍ରୀଡା > ଭାରତ-ଆୟର୍ଲାଣ୍ଡ ପ୍ରଥମ T-20 ଆଜି: ଇତିହାସ ରଚିବେ ବୈଭବ

ଭାରତ-ଆୟର୍ଲାଣ୍ଡ ପ୍ରଥମ T-20 ଆଜି: ଇତିହାସ ରଚିବେ ବୈଭବ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆୟର୍ଲାଣ୍ଡ ଗସ୍ତରେ ଥିବା ଭାରତୀୟ ଦଳ ପ୍ରଥମ ଟ୍ବେଣ୍ଟି-୨୦ ଶୁକ୍ରବାର ବେଲଫାଷ୍ଟ୍‌ଠାରେ ଖେଳିବ। ଏହି ମ୍ୟାଚକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ଆରମ୍ଭ ହୋଇଛି । ଏହି ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍‌ର ବିସ୍ମୟ ବାଳକ ବୈଭବ ସୂର୍ଯ୍ୟବଂଶୀ ପଦାର୍ପଣ କରିବାର ସମ୍ଭାବନା ରହିଛି । ଯଦି ବୈଭବ ଆୟର୍ଲାଣ୍ଡ ବିପକ୍ଷରେ ଖେଳିବାର ସୁଯୋଗ ପାଆନ୍ତି ତେବେ ସେ ଭାରତର କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାରେ ସକ୍ଷମ ହେବେ । ନିକଟରେ ଶ୍ରେୟସ ଆୟର ଭାରତୀୟ ଟ୍ବେଣ୍ଟି-୨୦ ଦଳର ଅଧିନାୟକ ନିଯୁକ୍ତ ହୋଇଛନ୍ତି । ଶ୍ରେୟସ୍‌ ଆୟରଙ୍କ ନେତୃତ୍ବରେ ଏହା ହେବ ଭାରତର ପ୍ରଥମ ଶୃଙ୍ଖଳା। ଆୟର୍ଲାଣ୍ଡ ମଧ୍ୟ ତା’ର ନବ ନିଯୁକ୍ତ ଅଧିନାୟକ ଲୋର୍କାନ ଟକର୍‌ଙ୍କ ନେତୃତ୍ବରେ ପ୍ରଥମ ଥର ପାଇଁ ମ୍ୟାଚ ଖେଳିବ। ଭାରତୀୟ ଦଳ ବେଲ୍‌ଫାଷ୍ଟରେ ପୂର୍ବରୁ ଦିନିକିଆ ମ୍ୟାଚ୍‌ ଖେଳିଥିବାବେଳେ ଏଥର ପ୍ରଥମ ଥର ପାଇଁ ଟ୍ବେଣ୍ଟି-୨୦ ମ୍ୟାଚ ଖେଳିବାକୁ ଯାଉଛି। ଆଇପିଏଲରେ ବୈଭବଙ୍କ ସଫଳତା ଓ ପରେ ଲିଷ୍ଟ ଏ ମ୍ୟାଚରେ ସଫଳତା ପରେ ସାରା ବିଶ୍ୱର କ୍ରିକେଟ ପ୍ରେମୀଙ୍କ ନଜର ଏବେ ତାଙ୍କ ଉପରେ କେନ୍ଦ୍ରୀଭୂତ ହୋଇଛି । ଆଇପିଏଲ ସଫଳତା ପରେ ତାଙ୍କୁ ଭାରତୀୟ ସିନିୟର ଦଳରେ ସାମିଲ କରାଯାଇଛି । ଆଜି ମ୍ୟାଚ ଖେଳିବାର ସୁଯୋଗ ମିଳିଲେ ସେ ବିଶ୍ୱର ସବୁ ଠାରୁ କମ ବର୍ଷରେ ଆନ୍ତର୍ଜାତିକ କ୍ରିକେଟ ଖେଳାଳି ହେବାର ଗୌରବ ଅର୍ଜନ କରିବେ ।

Leave a comment

Your email address will not be published. Required fields are marked *