Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ଭାରତ ପ୍ରଚଣ୍ଡ ଆକ୍ରମଣରେ ମୁଣ୍ଡ ନୁଆଁଇଲା ପାକିସ୍ତାନ, ଆଜି ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି

ଭାରତ ପ୍ରଚଣ୍ଡ ଆକ୍ରମଣରେ ମୁଣ୍ଡ ନୁଆଁଇଲା ପାକିସ୍ତାନ, ଆଜି ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି

ଓଡ଼ିଶା ଲିଡ୍ସ(ବ୍ୟୁରୋ):ପହଲଗାମ ସନ୍ତ୍ରସବାଦୀ ଆକ୍ରମଣର ପ୍ରଚଣ୍ଡ ଜବାବ ପାକିସ୍ତାନକୁ ଦେଇଛି ଭାରତ । ୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଆକ୍ରମଣରେ ବ୍ୟାପକ କ୍ଷତି ସହିଲା ପରେ ପାକିସ୍ତାନ ପଛ ଘୁଞ୍ଚା ଦେଇଛି । ଅସ୍ତ୍ରବିରତି ପାଇଁ ପାକିସ୍ତାନ ପକ୍ଷରୁ ପ୍ରଥମେ ପ୍ରସ୍ତାବ ଦିଆଯାଇଥିଲା । ଦୁଇ ଦେଶର ଡିଜିଏମଓ ସ୍ତରରେ ଆଲୋଚନା ପରେ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି ଲାଗୁ ହୋଇଛି । ଏହା ସହିତ ଆସନ୍ତା ୧୨ ତାରିଖରେ ଉଭୟ ଦେଶ ପକ୍ଷରୁ ବୈଠକ ହେବା ନେଇ ନିଷ୍ପତ୍ତି ହୋଇଛି । ଫଳରେ ଉଭୟ ଦେଶ ଆଜି ସଂଧ୍ୟା ପରଠାରୁ କେହି କାହା ଉପରେ ଜଳ, ସ୍ଥଳ ଓ ଆକାଶ ମାର୍ଗରୁ ଆକ୍ରମଣ କରିବେ ନାହିଁ ବୋଲି ନିଷ୍ପତି ହୋଇଛି । ୩ଦିନର ଆକ୍ରମଣରେ ପାକିସ୍ତାନର ବ୍ୟାପକ କ୍ଷତି ହେବା ପାକିସ୍ତାନକୁ ଚିନ୍ତାରେ ପକାଇବା ପରେ ମୁଣ୍ଡ ନୁଆଁଇବାକୁ ବାଧ୍ୟହୋଇଛି । ଭାରତ ଆକ୍ରମଣ ସମୟରେ ପାକିସ୍ତାନରେ ଥିବା ୯ଟି ଆତଙ୍କବାଦୀ ଆଡ୍ଡାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା । ଏହି ଆକ୍ରମଣରେ ବହୁ ହାର୍ଡକୋର ଆତଙ୍କୀ ମୃତ୍ୟୁ ବରଣ କରିଥିଲେ । ହେଲେ ପାକିସ୍ତାନ ଏହି ମୃତ ଆତଙ୍କବାଦୀ ମାନଙ୍କୁ ରାଷ୍ଟ୍ରୀୟ ସମ୍ମାନ ଦେଇଥିବା ଦେଖିବାକୁ ମିଳିଥିଲା । ସେମାନଙ୍କ ସବାଧାର ଉପରେ ପାକିସ୍ତାନ ପତାକା ପକା ଯାଇଥିଲା । ଏହା ସ୍ପଷ୍ଟ କରିଥିଲା ଯେ ଆତଙ୍କବାଦୀ କାର୍ଯ୍ୟକଳାପରେ ପାକିସ୍ତାନ କିଭଳି ସହଯୋଗ କରିଥାଏ । ଅନ୍ୟ ପକ୍ଷରେ ଭାରତ ଆକ୍ରମଣ କରିବା ସମୟରେ ପାକିସ୍ତାନରେ ଗୃହ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଥିଲା । ଗୋଟିଏ ପଟେ ଭାରତ ପାକିସ୍ତାନ ଉପରେ ପ୍ରଚଣ୍ଡ ଆକ୍ରମଣ କରୁଥିଲା ବେଳେ ବଲୁଚ ବିଦ୍ରୋହୀ ପାକିସ୍ତାନ ସେନା ଉପରେ ଆକ୍ରମଣ ଆରମ୍ଭ କରିଥିଲା । ତାଲିବାନ ପକ୍ଷରୁ ମଧ୍ୟ ଆକ୍ରମଣ ହୋଇଥିବା ସୂଚନା ମିଳିଥିଲା । ବିଭିନ୍ନ ଦିଗରୁ ଆକ୍ରମଣ ବଢିବା ଦ୍ୱାରା ପାକିସ୍ତାନ ଭାରତ ଆଗରେ ମୁଣ୍ଡ ନୂଆଁବା କୁ ବାଧ୍ୟ ହୋଇଛି ।

Leave a comment

Your email address will not be published. Required fields are marked *