Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଭୁବନେଶ୍ବର କ୍ଲବର ସଭାପତି ନିର୍ବାଚନ, ମୁହାଁମୁହିଁ ଦୁଇ ଆଇଏଏସ ଅଧିକାରୀ

ଭୁବନେଶ୍ବର କ୍ଲବର ସଭାପତି ନିର୍ବାଚନ, ମୁହାଁମୁହିଁ ଦୁଇ ଆଇଏଏସ ଅଧିକାରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଭୁବନେଶ୍ବର କ୍ଲବର ସଭାପତି ନିର୍ବାଚନ ଅନୁଷ୍ଠିତ ହେଉଥିଲା ବେଳେ ସଭାପତି ପଦ ପାଇଁ ଦୁଇ ପୂର୍ବତନ ଆଇଏଏସ ଅଧିକାରୀ ମୁହାଁମୁହିଁ ହୋଇଛନ୍ତି । ଜଣେ ହେଲେ ଅସିତ ତ୍ରିପାଠୀ ଓ ଆଉ ଜଣେ ହେଲେ ପ୍ରଦୀପ ଜେନା । ଉଭୟ ରାଜ୍ୟ ସରକାରଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ । ଆସିତ ତ୍ରିପାଠୀ ତୃତୀୟ ଥର ପାଇଁ ସଭାପତି ପଦ ପାଇଁ ନିର୍ବାଚନ ଲଢୁଥିବା ବେଳେ ପ୍ରଥମ ଥର ପାଇଁ ଲଢ଼ୁଛନ୍ତି ପ୍ରଦୀପ ଜେନା।

ରାଜ୍ୟର ହାଇପ୍ରୋଫାଇଲ୍ ଭୁବନେଶ୍ବର କ୍ଲବ ନିର୍ବାଚନରେ କିଏ ବାଜି ମାତ କରିବେ ତାକୁ ନେଇ ବେଶ ଚର୍ଚ୍ଚା ହେଉଛି । ସଭାପତି ନିର୍ବାଚନକୁ ନେଇ ପାୱାର କରିଡରରେ ଚର୍ଚ୍ଚା ମଧ୍ୟ ସୃଷ୍ଟି ହୋଇଛି । କ୍ଲବ ନିର୍ବାଚନ ପାଇଁ ଆଜି ଭୋଟିଂ ହେଉଛି । ସକାଳ ୧୧ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ କ୍ଲବକୁ ଆସି ମତଦାନ କରିବେ ସଦସ୍ୟ ମାନେ । ସନ୍ଧ୍ୟା ୬ଟା ପରେ ଫଳାଫଳ ଘୋଷଣା କରାଯିବ। ସଦସ୍ୟ ମାନେ ବାଲଟରେ ମତଦାନ କରିବେ ।

ଏହା ପୂର୍ବରୁ ୨ ଥର ଭୁବନେଶ୍ବର କ୍ଲବ ସଭାପତି ରହିଥିବା ବେଳେ ଏଥର ଜିତିଲେ ହ୍ୟାଟ୍ରିକ କରିବେ ଆସିତ ତ୍ରିପାଠୀ । ଆସିତ ତ୍ରିପାଠୀଙ୍କ ସ୍ଲୋଗାନ୍ ରହିଛି “ବିକାଶ ଏକ ଯାତ୍ରା” । ଅନ୍ୟପଟେ ଅବସର ପରେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ପଦଭାର ଗ୍ରହଣ କରିଥିବା ପ୍ରଦୀପ ଜେନା ପ୍ରଥମ ଥର କ୍ଲବ ନିର୍ବାଚନକୁ ଓହ୍ଲାଇଛନ୍ତି। ତାଙ୍କର ନାରା ରହିଛି “ଭୋଟ ଫର ଚେଞ୍ଜ” ।

Leave a comment

Your email address will not be published. Required fields are marked *