orissaleads

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

Blog Post

orissaleads > ଜିଲ୍ଲା > ଯାଜପୁର > ମଙ୍ଗଳପୁରରେ ରଜ ରୂପସୀର ଅଡ଼ିସନ, ପ୍ରତିଯୋଗୀଙ୍କ ମଧ୍ୟରେ ଉତ୍ସାହ

ମଙ୍ଗଳପୁରରେ ରଜ ରୂପସୀର ଅଡ଼ିସନ, ପ୍ରତିଯୋଗୀଙ୍କ ମଧ୍ୟରେ ଉତ୍ସାହ

ଓଡ଼ିଶା ଲିଡ୍ସ(ଯାଜପୁର): ଗତ ରବିବାର ଦିନ ଆର.ଏନ.ପି ସିନେ ପ୍ରଡକସନ ପକ୍ଷରୁ ଆୟୋଜିତ ହେଉଥିବା “ରଜ ରୂପସୀ”ର ଅଡିସନ ମଙ୍ଗଳପୁର ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଡିସନରେ ସ୍ଥାନୀୟ ଅଞ୍ଚଳର ପ୍ରତିଭା ମାନେ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ଏହି ଅଡିସନରେ ବିଚାରପତି ଭାବେ ସାର୍ଥକ, ନେହା ପାଣିଗ୍ରାହୀ, ନେହା ଝା ଓ ଶୁଭାଙ୍ଗି ଭାଗ ନେଇଥିଲେ । କାର୍ଯ୍ୟକ୍ରମରେ ଥଲୁକୁଡି ପଚାୟତର ସରପଞ୍ଚ ଗୀତାଞ୍ଜଳି ସେଠି ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ଆର.ଏନ.ପି ସିନେ ପ୍ରଡକସନର ପ୍ରଯୋଜକ ରବି ନାରାୟଣ ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମ ପାଇଁ ପ୍ରତିଯୋଗୀଙ୍କ ମଧ୍ୟରେ ବ୍ୟାପକ ଉତ୍ସାହ ଦେଖିବାକୁ ମିଳିଥିଲା । କାର୍ଯ୍ୟକ୍ରମ ଶେଷରେ ରବି ନାରାୟଣ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

Leave a comment

Your email address will not be published. Required fields are marked *