Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ମଣ୍ଡଳସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ୫୪ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ, ଦୁଇଦିନ ଧରି ଚାଲିବ କ୍ରୀଡ଼ା ଉତ୍ସବ

ମଣ୍ଡଳସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ୫୪ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ, ଦୁଇଦିନ ଧରି ଚାଲିବ କ୍ରୀଡ଼ା ଉତ୍ସବ

ଓଡ଼ିଶା ଲିଡ୍ସ(ଦଶରଥପୁର):ପାଠପଢ଼ା ସହ କ୍ରୀଡ଼ା ହିଁ ଛାତ୍ରଜୀବନର ଅନ୍ୟତମ ଅବିଚ୍ଛେଦ୍ୟ ଅଙ୍ଗ। କ୍ରୀଡ଼ା ମାଧ୍ୟମରେ ଶାରୀରିକ ସୁସ୍ଥତା ସହ ଶୃଙ୍ଖଳା, ଧୈର୍ଯ୍ୟ, ଦଳଗତ ଏକତା, ନେତୃତ୍ୱ ଓ ପ୍ରତିଯୋଗିତାର ମନୋଭାବ ବିକଶିତ ହୋଇଥାଏ। ଦଶରଥପୁର ସ୍ଥିତ ପିଏମ୍‌ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଦୁଇଦିନ ଧରି କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହେଉଛି। ଏହି ଦୁଇଦିନିଆ କ୍ରୀଡ଼ା ପ୍ରତିଯୋଗିତାରେ ଦଶରଥପୁର ମଣ୍ଡଳ ଅଧୀନ ୫୪ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରତିଯୋଗିତାରେ ଯୋଗଦେଇଛନ୍ତି। ଖୋଖୋ, କବାଡ଼ି ଓ ରଗ୍‌ବି ଫୁଟବଲ ଭଳି ସମୂହ କ୍ରୀଡ଼ାରେ ଛାତ୍ରଛାତ୍ରୀମାନେ ନିଜର ଖେଳକୌଶଳ ଓ ପ୍ରତିଭା ପ୍ରଦର୍ଶନ କରୁଛନ୍ତି। ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଖେଳାଳିଙ୍କ ଉପସ୍ଥିତିରେ ବିଦ୍ୟାଳୟ ପରିସରରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଥିବା ବେଳେ ଖେଳ ପଡ଼ିଆରେ ପ୍ରତିଦ୍ୱନ୍ଦୀଙ୍କ ମଧ୍ୟରେ ଜୋରଦାର ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଛି ।ଏହି ପ୍ରତିଯୋଗିତାର ଉଦ୍‌ଘାଟନୀ ଉତ୍ସବରେ ପିଏମ୍‌ ଶ୍ରୀ ଦଶରଥପୁର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ରଜନୀକାନ୍ତ ମଲ୍ଲିକ ସଭାପତିତ୍ୱ କରିଥିଲେ । କାର୍ଯ୍ୟକ୍ରମରେ ଦଶରଥପୁର ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀ ସତ୍ୟବ୍ରତ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ କ୍ରୀଡ଼ାର ଗୁରୁତ୍ୱ ସମ୍ପର୍କରେ ମତ ରଖିଥିଲେ। ପଞ୍ଚଶାଖା ଶିକ୍ଷା ସେତୁ ସଂଗଠନର ସଭାପତି ନାରାୟଣ ଚନ୍ଦ୍ର ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ କ୍ରୀଡ଼ାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଗ୍ରାମାଞ୍ଚଳରେ ଲୁଚି ରହିଥିବା ଅନେକ କ୍ରୀଡ଼ା ପ୍ରତିଭାଙ୍କୁ ଏଭଳି ପ୍ରତିଯୋଗିତା ନିଜର ଦକ୍ଷତା ଦେଖାଇବା ପାଇଁ ସୁଯୋଗ ଦେଇଥାଏ ବୋଲି ସେ ମତ ଦେଇଥିଲେ। ସଭାରେ ସମ୍ମାନନୀୟ ଅତିଥି ଭାବେ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଦେବଦତ୍ତ ବେହେରା ବେଦପାଠ କରିଥିଲେ। ପରେ ଜଗନ୍ନାଥଙ୍କ ଫଟୋଚିତ୍ର ନିକଟରେ ଅତିଥିମାନେ ପ୍ରଦୀପ ପ୍ରଜ୍ୱଳନ ସହିତ ପୁଷ୍ପାଞ୍ଜଳି ପ୍ରଦାନ କରି କ୍ରୀଡ଼ା ଉତ୍ସବର ଶୁଭାରମ୍ଭ କରିଥିଲେ।

Leave a comment

Your email address will not be published. Required fields are marked *