Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ମନମୋହନଙ୍କ ଗୋଟି ଚାଳନା: ବିଜେଡି ଛାଡି ବିଜେପିରେ ସାମିଲ ହେଲେ ଜୟ ଢୋଲକିଆ

ମନମୋହନଙ୍କ ଗୋଟି ଚାଳନା: ବିଜେଡି ଛାଡି ବିଜେପିରେ ସାମିଲ ହେଲେ ଜୟ ଢୋଲକିଆ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଓଡ଼ିଶା ଲିଡ୍ସ କିଛି ଦିନ ପୂର୍ବରୁ ଲେଖିଥିଲା “ନୂଆପଡ଼ାରେ ଚକିତ କରି ପାରେ ବିଜେପି” । ଯାହା ଆଜି ଶତ ପ୍ରମାଣିତ ହୋଇଛି । ସମସ୍ତ ଆକଳନ କୁ ଭୁଲ ପ୍ରମାଣିତ କରି ସ୍ୱର୍ଗତ ବିଧାୟକ ରାଜେନ୍ଦ୍ର ପ୍ରସାଦ ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି । ଯାହା ସମସ୍ତଙ୍କୁ ଚକିତ କରିଛି । ପୂର୍ବରୁ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି ଦୃଢୋକ୍ତି ବାଢୁଥିବା ଜୟ କିନ୍ତୁ ବିଜେଡିକୁ ଚକମା ଦେଇ ବିଜେପିକୁ ଆଦରି ନେଇଛନ୍ତି । ଦଳ ତାଙ୍କୁ ପ୍ରାର୍ଥୀ ଘୋଷଣା କରି ନଥିଲେ ମଧ୍ୟ ଖୁବ ଶୀଘ୍ର ତାଙ୍କ ନାମରେ ମୋହର ମାଟିବାର ସମ୍ଭାବନା ଅଧିକ ।

ଗତ କାଲିଠାରୁ ବିଜେଡି ନେତାଙ୍କ ସହିତ ସମ୍ପର୍କ ତୁଟାଇଥିବା ଜୟ ଭୁବନେଶ୍ବର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବସନ୍ତ ପଣ୍ଡା ଓ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଥିଲେ ।

ଗତକାଲି ଠାରୁ ବିଜେଡି ନେତାଙ୍କ ସହିତ ସମ୍ପର୍କ ଛିନ୍ନ କରିଥିବା ଜୟ ବିଜେପିରେ ସାମିଲ ହେଉଥିବା ଆଜି ଚର୍ଚ୍ଚା ହୋଇଥିଲା । ଶେଷରେ ସେ ବିଜେପିରେ ସାମିଲ ହୋଇଥିଲେ । ତାଙ୍କ ମିଶ୍ରଣ ପୂର୍ବରୁ ଦଳ ସଭାପତି ମନମୋହନ ସାମଲ ଓ ସଂଗଠନ ସମ୍ପାଦକ ମାନସ ମହାନ୍ତି ବସନ୍ତ ପଣ୍ଡାଙ୍କ ସହିତ ଆଲୋଚନା କରିଥିଲେ । କାରଣ ବସନ୍ତ ତାଙ୍କ ପୁଅଙ୍କୁ ଦଳ ଟିକେଟ ଦେବାକୁ ଦାବି କରିଥିଲେ । ଏହି ଘଟଣା କିନ୍ତୁ ବିଜେଡିକୁ ନିରାଶ କରି ଦେଇଛି ।

ବିଜେଡି ଚିନ୍ତାରେ ପଡିଥିଲା ବେଳେ ଦଳର ନେତୃମଣ୍ଡଳୀ କିନ୍ତୁ ନୂଆପଡ଼ାରେ ବିଜେଡି ପ୍ରାର୍ଥୀ ବିଜୟୀ ହେବେ ବୋଲି ଦୃଢୋକ୍ତି କରିଛନ୍ତି । ଦଳ ଏବେ ନୂଆପଡା ପାଇଁ ପ୍ରାର୍ଥୀ ଖୋଜିବା ଆରମ୍ଭ କରିଛି । ଜୟ ବିଜେଡିକୁ ବାୟ ବାୟ କରି ବିଜେପିରେ ସାମିଲ ହେବା ପଛରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ମାଷ୍ଟର ଷ୍ଟ୍ରୋକ କାମ କରୁଥିବା ଚର୍ଚ୍ଚା ହେଉଛି ।

Leave a comment

Your email address will not be published. Required fields are marked *