Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବଡ଼ ସୂଚନା

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବଡ଼ ସୂଚନା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟ ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଥିଲା ବେଳେ ଆଜି ଦିଲ୍ଲୀ ଗସ୍ତରୁ ଫେରି ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ମନମୋହନଙ୍କ ସୂଚନା ପରେ ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ ଉପରେ ସାମୟିକ ରୋକ ଲାଗିଛି ।

ଶ୍ରୀ ସାମଲ କହିଛନ୍ତି ଦିଲ୍ଲୀ ବୈଠକରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ କୌଣସି ଆଲୋଚନା ହୋଇନାହିଁ । ସେ କହିଛନ୍ତି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କାମ ମୁଖ୍ୟମନ୍ତ୍ରୀଙ୍କର, ତାଙ୍କର ଯାହା ଦାୟିତ୍ୱ ରହିଛି ସେ ନିର୍ବାହ କରୁଛନ୍ତି,
ଯଦି ଦଳକୁ ପରାମର୍ଶ ମାଗନ୍ତି ଆମେ ନିଶ୍ଚୟ ପରାମର୍ଶ ଦେବୁ ।ମନ୍ତ୍ରିମଣ୍ଡଳରେ କିଏ ସ୍ଥାନ ପାଇବେ କିଏ ବିଦା ହେବେ ସେନେଇ ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ ।
୧୫ ଦିନରୁ ୧ ମାସ ମଧ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ ।

ପ୍ରଥମେ ଦଳୀୟ ସଂଗଠନ, ବୋର୍ଡ ନିଗମ ଓ ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ ବୋଲି ସେ ସ୍ପଷ୍ଟ କରିଛନ୍ତି । ଯୋଗ୍ୟତା, ଦକ୍ଷତା ଏବଂ ଅଭିଜ୍ଞତା ଆଧାରରେ ବିଧାୟକଙ୍କୁ ମନ୍ତ୍ରୀ ପଦ ମିଳିବ । ଦିନେ କିମ୍ବା ଦୁଇଦିନ ମଧ୍ୟରେ ନୂଆ ନିଗମ ଓ ପରେ ବୋର୍ଡ ନିଗମ ପଦ ପୂରଣ ହେବ ବୋଲି ସେ ସୂଚନା ଦେଇଛନ୍ତି । ଆଜି ଶ୍ରୀ ସାମଲ ଦିଲ୍ଲୀରୁ ଫେରିବା ପରେ ତାଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ଭିଡ଼ ଦେଖିବାକୁ ମିଳିଛି ।

Leave a comment

Your email address will not be published. Required fields are marked *