orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଜିଲ୍ଲା > ଯାଜପୁର > ମନ୍ତ୍ରୀଙ୍କ ନିର୍ଦେଶକୁ ମାନୁ ନାହିଁ ବିଭାଗ, ବିଦ୍ୟୁତ କାଟରେ ଡ଼ହଳ ବିକଳ ଛାତ୍ରଛାତ୍ରୀ

ମନ୍ତ୍ରୀଙ୍କ ନିର୍ଦେଶକୁ ମାନୁ ନାହିଁ ବିଭାଗ, ବିଦ୍ୟୁତ କାଟରେ ଡ଼ହଳ ବିକଳ ଛାତ୍ରଛାତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ନିକଟରେ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ବିଦ୍ୟୁତ ବିଲ ପୈଠ ନ କଲେ ବି କାହାର ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ନ କରିବାକୁ ନିର୍ଦେଶ ଦେଇଥିଲେ । ହେଲେ ବିଦ୍ୟୁତ ବିଲ ପୈଠ କରି ମଧ୍ୟ ଆଜକୁ ୧୫ ଦିନ ହେଲା ଏକ ସରକାରୀ ବିଦ୍ୟାଳୟର ବିଦ୍ୟୁତ ସଂଯୋଗକୁ କାଟି ଦେଇଛି ବିଦ୍ୟୁତ ବିଭାଗ । ଫଳରେ ଗରମରେ ଡ଼ହଳ ବିକଳ ହେଉଛନ୍ତି ୭୦ ଜଣ ଛାତ୍ରଛାତ୍ରୀ । ଯାଜପୁର ଟାଉନ ଉଆସାହି ସ୍ଥିତ ମହେସପୁର ୟୁଜି.ଏମ.ଇ ସ୍କୁଲ କର୍ତ୍ତୃପକ୍ଷ ବିଲ ପୈଠ କରିଥିବା ବେଳେ ବିଭାଗ ସ୍କୁଲର ବିଦ୍ୟୁତ ସଂଯୋଗ କାଟି ଦେଇଛନ୍ତି । ସୂଚନା ଅନୁଯାୟୀ ଗତ ଫେବୃୟାରୀ ମାସ କର୍ତ୍ତୃପକ୍ଷ ୩୧୯୬ ଟଙ୍କା ଦାଖଲ କରିଥିଲା ବେଳେ ମାର୍ଚ୍ଚ ମାସ ୨୦ ତାରିଖ ଦିନ ପୁନର୍ବାର ୨୯୧ ଟଙ୍କା ବିଲ ପ୍ରଦାନ କରିଛନ୍ତି । ହେଲେ ବିଦ୍ୟାଳୟର ବିଦ୍ୟୁତ ସଂଯୋଗ କଟାଯାଇଛି । ଏ ନେଇ ହେଲ୍ପ ଲାଇନରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ବିଦ୍ୟୁତ ସଂଯୋଗ କରାଯାଉନାହିଁ ବୋଲି ଅଭିଯୋଗ ହୋଇଛି । ଆଜି ଏ ନେଇ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପରେଶ କୁମାର ଉପାଧ୍ୟାୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି । ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବିଭାଗ ପକ୍ଷରୁ କିଭଳି ଏକ ସରକାରୀ ବିଦ୍ୟାଳୟର ବିଦ୍ୟୁତ ସଂଯୋଗକୁ ବିଚ୍ଛିନ୍ନ କରାଗଲା ସେ ନେଇ ଅବିଭାବକ ମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ବିଭାଗୀୟ ଅଧିକାରୀ ଏ ନେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି ।

Leave a comment

Your email address will not be published. Required fields are marked *