ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ବ୍ଲକ କଙ୍କଡ଼ାପାଳ ପଞ୍ଚାୟତରେ ଥିବା ଶ୍ରୀ ଶ୍ରୀ ବଟେଶ୍ୱର ମହାଦେବଙ୍କ ମନ୍ଦିର ପ୍ରତିଷ୍ଠାର ଦ୍ୱିତୀୟ ବାର୍ଷିକ ଉତ୍ସବରେ ଯୋଗଦେଇ ଆଶିର୍ବାଦ କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଏହି ଅବସରରେ ମାତା ପାର୍ବତୀଙ୍କର ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ଇଂ ପ୍ରୀତିରଞ୍ଜନ ଘଡାଇ।
