Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ମଲ୍ଲିକାପୁର-ମାନସା ପୋଲ ରାସ୍ତା, ତିନିଟି ସ୍ଥାନରେ ହମ୍ପସ ନିର୍ମାଣ ଦାବି

ମଲ୍ଲିକାପୁର-ମାନସା ପୋଲ ରାସ୍ତା, ତିନିଟି ସ୍ଥାନରେ ହମ୍ପସ ନିର୍ମାଣ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଅନ୍ୟତମ ବ୍ୟସ୍ତ ବହୁଳ ରାସ୍ତା ହେଉଛି ୨୦ ନମ୍ବର ଜାତୀୟ ରାଜପଥ । ଏହି ରାସ୍ତା ଜିଲ୍ଲା ସଦର ମହକୁମା ଦେଇ ଯାଇଥିଲା ବେଳେ ଦୈନିକ ହଜାର ହଜାର ସଂଖ୍ୟାରେ ଭାରିଯାନ ଠାରୁ ନେଇ ବାଇକ ପର୍ଯ୍ୟନ୍ତh ଏହି ରାସ୍ତାରେ ଗତାଗତ କରୁଛି । ମାନସା ପୋଲ ଠାରୁ ମଲ୍ଲିକାପୁର ପର୍ଯ୍ୟନ୍ତ ରାସ୍ତା ଏବେ ମରାମତି ହୋଇ ପୁନର୍ବାର ପିଚୁ ହେଉଛି । ପିଚୁ ସମୟରେ ମାନସା ପୋଲ ଠାରୁ ମଲ୍ଲିକାପୁର ମଧ୍ୟରେ ଥିବା ତିନିଟି ପ୍ରମୁଖ ଛକରେ ହମ୍ପସ ନିର୍ମାଣ କରିବାକୁ ସାଧାରଣରେ ଦାବି ହୋଇଛି । ଏହି ରାସ୍ତାର କଲେଜ ଛକ, ଲଳିତେଶ୍ୱର ନଗରY ଓ ମାନସା ପୋଲ ଛକରେ ହମ୍ପସ ନିର୍ମାଣ ନ ହେଲେ ଏଠାରେ ଯେ କୌଣସି ସମୟରେ ଦୁର୍ଘଟଣାର ଆଶଙ୍କା ରହିଛି । କଲେଜ ଛକରେ ତିନି ଦିଗକୁ ରାସ୍ତା ଯାଇଥିଲା ବେଳେ ଲଳିତେଶ୍ୱର ନଗର ବଉଳ ମୂଳ ଛକ ଓ ମାନସା ପୋଲ ଛକରେ ଚାରି ଦିଗକୁ ରାସ୍ତା ଯାଇଛି । ସବୁ ସମୟରେ ଏଠାରେ ଲୋକେ ରାସ୍ତା ପାର ହେଉଥିଲା ବେଳେ ବହୁ ସମୟରେ ଛୋଟ ଛୋଟ ପିଲା ମଧ୍ୟ ରାସ୍ତା ପାର ହେଉଛନ୍ତି । ଏହି ରସତ ଦେଇ ଦୈନିକ ଶହ ଶହ ସଂଖ୍ୟାରେ ଛାତ୍ରଛାତ୍ରୀ ମଧ୍ୟ ଗତାଗତ କରୁଛନ୍ତି । ସମସ୍ତଙ୍କ ସୁରକ୍ଷାକୁ ନଜର ଦେଇ ଏହି ଛକ ଗୁଡିକରେ ବିଭାଗ ପକ୍ଷରୁ ହମ୍ପସ ନିର୍ମାଣ କରିବାକୁ ପଦକ୍ଷେପ ନେବାକୁ ଯୁବ ସମାଜସେବୀ ଦେବଦତ୍ତ ଦାସ ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *