ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ । ଶ୍ରୀ ଫଡନବୀସ ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରି ଆଶିଷ କାମନା କରିଥିଲେ । ଏହି ସମୟରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ଉପସ୍ଥିତ ଥିଲେ । ମନ୍ଦିର ପ୍ରଶାସନ ତରଫରୁ ଶ୍ରୀ ଫଡନବୀସଙ୍କୁ ସ୍ୱାଗତ କରାଯିବା ସହିତ ଖଣ୍ଡୁଆ ପାଟ ପ୍ରଦାନ କରାଯାଇଥିଲା ।
