Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ମାଟି ପିଣ୍ଡା ଉପରେ ଦୁଃଖ ବାଂଟୁଛନ୍ତି ଇଂ ପ୍ରୀତିରଞ୍ଜନ ଘଡାଇ

ମାଟି ପିଣ୍ଡା ଉପରେ ଦୁଃଖ ବାଂଟୁଛନ୍ତି ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ତିନି ତିନି ଥରର ବିଧାୟକ, ଥରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ, ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସଂପାଦକ । ନିଜର ସରଳତା, ମଣିଷ ପଣିଆ ପାଇଁ ବେଶ ଲୋକପ୍ରିୟ ଇଂ ପ୍ରୀତିରଞ୍ଜନ ଘଡାଇ । ଗତ ନିର୍ବାଚନରେ ପରାଜିତ ହୋଇଛନ୍ତି । ହେଲେ ପରାଜୟର ସାମାନ୍ୟ ପ୍ରଭାବ ତାଙ୍କ ବ୍ୟକ୍ତିତ୍ୱ, ଆଚରଣ ଓ ଉଚ୍ଚାରଣ ଉପରେ ପଡି ନାହିଁ । ବିଧାୟକ ଓ ମନ୍ତ୍ରୀ ଥିଲା ବେଳେ ଯେମିତି ସୁକିନ୍ଦାରେ ଘୁରି ବୁଲୁଥିଲେ, ମାଟି ପିଣ୍ଡାରେ ବସି ସୁଖ ଦୁଃଖ ବାଂଟୁଥିଲେ ଆଜି ଠିକ ସେମିତି କରି ଚାଲିଛନ୍ତି । କେଉଁ ଗାଁ କି କାହା ଘରକୁ ଗଲେ ବସିବା ପାଇଁ ସ୍ୱତନ୍ତ୍ର ଚେୟାର ଖୋଜନ୍ତି ନାହିଁ । କାହା ଘର ପିଣ୍ଡା ଉପରେ ଜମିଥିବା ଧୂଳି ଉପରେ ବସି ପଡ଼ନ୍ତି ତ ଗଛ ଛାଇରେ ଛିଡା ହୋଇ ଯାଆନ୍ତି । ଘର ଲୋକଟି ଦୁଃଖରେ ଥିଲେ ତାକୁ ସାହାସ ଦେଇ ଦୁଃଖ ବାଣ୍ଟନ୍ତି । ଆଜି ବି ଏହି ଭଳି ଚିତ୍ର ଦେଖିବାକୁ ମିଳିଥିଲା ସୁକିନ୍ଦା ବ୍ଲକ୍ ଲେମ୍ବୋ ପଞ୍ଚାୟତର କାଞ୍ଜିଆ ପାଳ ଗ୍ରାମରେ । ଗ୍ରାମର କୃଷ୍ଣଚନ୍ଦ୍ର ନାୟକଙ୍କ ଦେହାନ୍ତ ଖବର ପାଇ ତାଙ୍କ ବାସଭବନରେ ପହଞ୍ଚିଥିଲେ ଇଂ ପ୍ରୀତିରଞ୍ଜନ ଘଡାଇ । ତାଙ୍କ ବସିବା ବ୍ୟବସ୍ଥା ପରିବାର ଲୋକେ କରୁଥିଲା ବେଳେ ମାଟି ପିଣ୍ଡା ଉପରେ ବସି ପଡ଼ି ବ୍ୟସ୍ତ ନ ହେବାକୁ ପରାମର୍ଶ ଦେଇଥିଲେ । ସେଇ ମାଟି ପିଣ୍ଡାରେ ବସି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣେଇବା ସହ ଅମର ଆତ୍ମାର ସଦଗତି କାମନା କରି ଫେରି ଆସିଥିଲେ ।

Leave a comment

Your email address will not be published. Required fields are marked *