orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ମାନପୁର ଓଭର ବ୍ରିଜ ମରାମତି ପାଇଁ ଜିଲ୍ଲାପାଳଙ୍କୁ ପତ୍ର ଲେଖିଲେ ପୂର୍ବତନ ମନ୍ତ୍ରୀ

ମାନପୁର ଓଭର ବ୍ରିଜ ମରାମତି ପାଇଁ ଜିଲ୍ଲାପାଳଙ୍କୁ ପତ୍ର ଲେଖିଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବ୍ୟସ୍ତ ବହୁଳ ମାନପୁର ଓଭର ବ୍ରିଜକୁ ତୁରନ୍ତ ମରାମତି କରିବାକୁ ଯାଜପୁର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଇଂ ଘଡାଇ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଯାଜପୁର ଜିଲ୍ଲା ସୁକିନ୍ଦା କ୍ରୋମାଇଟ ଖଣି ଏବଂ କଳିଙ୍ଗନଗର ଶିଳ୍ପାଞ୍ଚଳ ସହିତ ବ୍ୟାସନଗର ମୁନସିପାଲିଟି, ଜିଲ୍ଲା ମୁଖ୍ୟାଳୟ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ମୁଖ୍ୟାଳୟ ସହିତ ସଂଯୋଗ କରୁଥିବା ଡୁବୁରୀ-ଦାନଗଦୀ ରାସ୍ତାରେ ଥିବା ମାନପୁର ଓଭର ବ୍ରିଜ୍‌ଟି ମରାମତି ଅଭାବରୁ ବିଭିନ୍ନ ସ୍ଥାନରେ-ବଡ ବଡ ଖାଲ ଖମା ସୃଷ୍ଟି ହେବା ସହିତ ଏହା ସ୍ଥାନୀୟ ଜନସାଧାରଣଙ୍କ ପାଇଁ ବିପଦର କାରଣ ସାଜିଛି । ଏହାର ତୁରନ୍ତ ମରାମତି କରାନଗଲେ ଏହା ଯେ କୌଣସି ମୁହୁର୍ଭରେ ଭୁଷୁଡି ପଡିବାର ଆଶଙ୍କା ଅଛି ।

ଦ୍ଵିତୀୟତଃ ଏହି ରାସ୍ତା ଉପରେ ଦୈନିକ ହଜାର ହଜାର ସଂଖ୍ୟାରେ ଟ୍ରକ, ବସ, ଟ୍ରଲର, ଆମ୍ବୁଲାନ୍ସ, ଯାତ୍ରୀବାହି ବସ, ସ୍କୁଲ ବସ ଏବଂ କମ୍ପାନୀ ବସ୍ ଇତ୍ୟାଦି ଯିବା ଆସିବା କରିବା କରୁଛନ୍ତି । ଫଳରେ ଓଭର ବ୍ରିଜ ଜାମ ହୋଇ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି । ଟ୍ରାଫିକ୍ ନିୟନ୍ତ୍ରଣ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ୨୦୧୯-୨୦ ମସିହାରେ ଦ୍ଵିତୀୟ ରେଲୱେ ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲେ ହେଁ ତାହାର କାର୍ଯ୍ୟ ବର୍ତ୍ତମାନ ବନ୍ଦ ଅଛି । ତେଣୁ ମାନପୁର ଓଭର ବ୍ରିଜର ତୁରନ୍ତ ମରାମତି, ଦ୍ଵିତୀୟ ରେଲୱେ ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସମସ୍ତ ବ୍ୟବସାୟୀକ ଭାରିଯାନ ଗୁଡିକୁ ଖୁରାଂଟି ବି.ଆର.ପି.ଏଲ୍ ଛକ ଠାରୁ ଦାନଗଦୀ ଛକ ଭାୟା ରାବଣା ଦେଇ ଚଳାଚଳ କରିବା ପାଇଁ ପୂର୍ଭ ବିଭାଗ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଯାଜପୁର ଜିଲ୍ଲାପାଳଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି ।

Leave a comment

Your email address will not be published. Required fields are marked *