Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ମିଶନ୍ ଜ୍ୟୋତି ଟ୍ରଷ୍ଟ ପକ୍ଷରୁ ହ୍ୟୁମାନ ସାଗରଙ୍କ ସ୍ମୃତିରେ ରକ୍ତଦାନ ଶିବିର

ମିଶନ୍ ଜ୍ୟୋତି ଟ୍ରଷ୍ଟ ପକ୍ଷରୁ ହ୍ୟୁମାନ ସାଗରଙ୍କ ସ୍ମୃତିରେ ରକ୍ତଦାନ ଶିବିର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମିଶନ ଜ୍ୟୋତି ଟ୍ରଷ୍ଟ ପକ୍ଷରୁ ଶନିବାର ଦିନ ସେଣ୍ଟ୍ରାଲ ରେଡ଼ କ୍ରସ, କଟକ ଠାରେ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ସ୍ୱର୍ଗତ ହ୍ୟୁମାନ୍ ସାଗରଙ୍କ ସ୍ମୃତିରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଅତିଥି ଭାବେ ବାରବାଟୀ- କଟକର କର୍ପୋରେଟର ଚିତ୍ତ ରଞ୍ଜନ ଦାଶ, କଟକ ମର୍କତନଗର ବିଜେପି ମଣ୍ଡଳ ସଭାପତି ସନ୍ଦୀପ ବିଶ୍ୱାଳ, ଶ୍ରୀ ଜଗନ୍ନାଥ ମେଗା ଧାରାବାହିକର ମୁଖ୍ୟ ନାୟକ ସମୀର ତ୍ରିପାଠୀ, ସମାଜସେବୀ ପ୍ରଶାନ୍ତ କୁମାର ଦାସ, ‛ରୂପାୟନ’ ଅନୁଷ୍ଠାନର ସଭାପତି ଶ୍ରଦ୍ଧାଞ୍ଜଳୀ ରାଏ, ସମଗ୍ର ଓଡ଼ିଶା ସେବା ଅଭିଯାନର ମୁଖ୍ୟ ସଚେତକ ବିଭୂ ପ୍ରସାଦ ଶତପଥୀ, ସମାଜସେବୀ ଦୀପରାଣୀ ପଟ୍ଟନାୟକ ଯୋଗଦେଇଥିଲେ। ଏହି ରକ୍ତଦାନ ଶିବିରରେ ମୋଟ ୪୫ ୟୁନିଟ୍ ରକ୍ତ ସଂଗୃହିତ ହୋଇଥିଲା । ମିଶନ ଜ୍ୟୋତି ଟ୍ରଷ୍ଟର ସଭାନେତ୍ରୀ ରଶ୍ମିଲତା ବଳ, ସମ୍ପାଦକ ମାନସ ରଞ୍ଜନ ବେହେରା, ରୁନି ପ୍ରଧାନ ଓ ଅନ୍ୟ ସମସ୍ତ ସଦସ୍ୟ ମାନେ ଉପସ୍ଥିତ ଥିଲେ। ବିଶିଷ୍ଟ ସମାଜସେବୀ ଅଭିମନ୍ୟୁ ଦାସ ଓ ଲଳିତ ରାଏ ସମସ୍ତ ରକ୍ତଦାତା ମାନଙ୍କୁ ଶୁଭେଚ୍ଛା ପ୍ରଦାନ କରିବା ସହିତ ବାରମ୍ବାର ରକ୍ତଦାନ କରିବା ପାଇଁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ବରିଷ୍ଠ ସମାଜସେବୀ ରାମ ବାବୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a comment

Your email address will not be published. Required fields are marked *