orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ଜିଲ୍ଲା > ଯାଜପୁର > ମୁଖ୍ୟମନ୍ତ୍ରୀଙ୍କ କଳିଙ୍ଗନଗର ଗସ୍ତ ସମୟରେ ଚାକିରୀ ପାଇଁ ବେକାରୀ ଯୁବକ ସଂଘର ଦାବି, ୪୮ଜଣକୁ ଅଟକ ରଖିଲା ପୋଲିସ

ମୁଖ୍ୟମନ୍ତ୍ରୀଙ୍କ କଳିଙ୍ଗନଗର ଗସ୍ତ ସମୟରେ ଚାକିରୀ ପାଇଁ ବେକାରୀ ଯୁବକ ସଂଘର ଦାବି, ୪୮ଜଣକୁ ଅଟକ ରଖିଲା ପୋଲିସ

ଓଡ଼ିଶା ଲିଡ୍ସ(ଯାଜପୁର): କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ବିଭିନ୍ନ ଘରୋଇ କାରଖାନାର ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଭୂମି ପୂଜନ କାର୍ଯ୍ୟକ୍ରମ ଆଜି ଆୟୋଜିତ ହୋଇ ଯାଇଛି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଳିଙ୍ଗ ନଗର ଗସ୍ତରେ ଆସି ଉଦଘାଟନ ସହିତ ଶିଳାନ୍ୟାସ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ବିଭିନ୍ନ ଦାବି ନେଇ ସ୍ଥାନୀୟ ବ୍ୟାସ ବେକାରୀ ଯୁବ ସଂଗଠନ ଓ ଯୁବ କଂଗ୍ରେସ ପକ୍ଷରୁ ମିଲିଟାରୀ ଛକ ଠାରେ ଶତାଧିକ ଯୁବକ ଏକତ୍ରିତ ହୋଇଥିଲେ । ସଭାସ୍ଥଳକୁ ଦାବି ପତ୍ର ନେଇ ଯିବା ସମୟରେ ପୋଲିସ ସେମାନଙ୍କୁ ଅଟକାଇ ଥିଲା । ସେମାନେ ଯାଉଥିବା ରାସ୍ତାକୁ ଅବରୋଧ କରି ୪୮ ଜଣ ଯୁବକଙ୍କୁ ଯାଜପୁର ରୋଡ ଥାନାକୁ ନେଇ ଅଟକ ରଖିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଶ୍ରମିକନେତା ବିଦ୍ୟାଧର ମହାନ୍ତି, ବ୍ୟାସ ବେକାରୀ ଯୁବସଂଗଠନର ସଭାପତି ପଦ୍ମନାଭ ନାୟକ, ସମ୍ପାଦକ ଲଷ୍ମୀଧର ପାତ୍ର, ଇଞ୍ଜିନିୟର ଅବିନାଶ ମହାନ୍ତି, ଯୁବ କଂଗ୍ରେସ ନେତା ରାକେଶ ସାହୁ, ବ୍ରିଜ୍ଞାଜୟ ବଳ, ସେକ ବଦ୍ରିଉଦ୍ଦିନ, ଅନିଲ କୁମାର ଜେନା ବିଦ୍ୟାଧର ଯେନା, ସୁଦର୍ଶନ ନାୟକ ପ୍ରମୁଖ ଏକ ପ୍ରତିବାଦ ସଭା ଜରିଆରେ ବିଜେପି ସରକାର ସ୍ଥାନୀୟ ଲୋକଙ୍କ ସ୍ୱାର୍ଥକୁ ନଦେଖି ଶିଳ୍ପପତି ମାନଙ୍କୁ ସୁରକ୍ଷା ଦେଉଥିବା ଅଭିଯୋଗ କରି ଏହାର ଦୃଢ଼ ନିନ୍ଦା କରିଥିଲେ। ଏହା ସହିତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ମଧ୍ୟ ସ୍ଥାନୀୟ ଯୁବକଙ୍କ ନିଯୁକ୍ତି ପ୍ରତି ଆଖିବୁଜି ଦେଇଥିବା ଅଭିଯୋଗ କରିଥିଲେ । ଜିଲ୍ଲାରେ ୨ଟି କର୍ମ ନିୟୋଜନ ସଂସ୍ଥା ଥିଲେ ମଧ୍ୟ ସେଠାରେ ପଞ୍ଜିକୃତ ୭୦ ହଜାରୁ ଉର୍ଦ୍ଧ୍ଵ ବୈଷୟିକ ଜ୍ଞାନଧାରୀ ଯୁବକ ଯୁବତୀ ମାନଙ୍କୁ ସାକ୍ଷାତକାରକୁ ଡକାଯାଏ ନାହିଁ ବୋଲି ଅଭିଯୋଗ କରିଥିଲେ । ଏଠାରେ ୧୭ ଗୋଟି ବଡ ଛୋଟ କାରଖାନା ଥିଲେ ମଧ୍ୟ ଆରପିଡିଏସି ବୈଠକ ନ ଡାକି ଅଣ ଓଡ଼ିଆ ଓ ରାଜ୍ୟ ବାହାର ଲୋକଙ୍କୁ ନିଯୁକ୍ତି ଦିଆଯାଉଛି ବୋଲି ଅଭିଯୋଗ କରିଥିଲେ । କାରଖାନା ଦ୍ୱାରା ସମଗ୍ର ଅଂଚଳ ପ୍ରଦୂଶିତ ହେଉଛି ଓ ସାଧାରଣ ଲୋକେ ବିଭିନ୍ନ ରୋଗରେ ପୀଡିତ ହେଉଛନ୍ତି ବୋଲି ଅଭିଯୋଗ କରିଥିଲେ । ହେଲେ ଶିଳ୍ପ ସଂସ୍ଥା ଗୁଡିକ ଏହାର ପାରିପାର୍ଶ୍ବିକ ଉନ୍ନୟନ ଉପରେ ଧାନ୍ୟ ନ ଦେବାକୁ ନେଇ ଉଦବେଗ ପ୍ରକାଶ କରିଥିଲେ । ବହୁଦିନ ଧରି ଶିଳ୍ପାନୁଷ୍ଠାନ ଦ୍ୱାରା ୧୦୦ ଶଯ୍ୟା ବିଶିଷ୍ଟ ଏକ ମେଡିକାଲ ସ୍ଥାପନ ଦାବି କାର୍ଯ୍ୟକାରୀ ହେଉନଥିବାକୁ ଶ୍ରମିକନେତା ଶ୍ରୀ ମହାନ୍ତି ଦୃଢ଼ ନିନ୍ଦା କରିଥିଲେ । ମୁଖ୍ୟମନ୍ତ୍ରୀ ଗସ୍ତ ସାରି ଯିବା ପରେ ପୋଲିସ ଅଟକ ନେତା ମାନଙ୍କୁ ଛାଡି ଦେଇଥିଲା ।

Leave a comment

Your email address will not be published. Required fields are marked *