Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ମୁଖ୍ୟମନ୍ତ୍ରୀଙ୍କ କଳିଙ୍ଗନଗର ଗସ୍ତ ସମୟରେ ଚାକିରୀ ପାଇଁ ବେକାରୀ ଯୁବକ ସଂଘର ଦାବି, ୪୮ଜଣକୁ ଅଟକ ରଖିଲା ପୋଲିସ

ମୁଖ୍ୟମନ୍ତ୍ରୀଙ୍କ କଳିଙ୍ଗନଗର ଗସ୍ତ ସମୟରେ ଚାକିରୀ ପାଇଁ ବେକାରୀ ଯୁବକ ସଂଘର ଦାବି, ୪୮ଜଣକୁ ଅଟକ ରଖିଲା ପୋଲିସ

ଓଡ଼ିଶା ଲିଡ୍ସ(ଯାଜପୁର): କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ବିଭିନ୍ନ ଘରୋଇ କାରଖାନାର ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଭୂମି ପୂଜନ କାର୍ଯ୍ୟକ୍ରମ ଆଜି ଆୟୋଜିତ ହୋଇ ଯାଇଛି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଳିଙ୍ଗ ନଗର ଗସ୍ତରେ ଆସି ଉଦଘାଟନ ସହିତ ଶିଳାନ୍ୟାସ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ବିଭିନ୍ନ ଦାବି ନେଇ ସ୍ଥାନୀୟ ବ୍ୟାସ ବେକାରୀ ଯୁବ ସଂଗଠନ ଓ ଯୁବ କଂଗ୍ରେସ ପକ୍ଷରୁ ମିଲିଟାରୀ ଛକ ଠାରେ ଶତାଧିକ ଯୁବକ ଏକତ୍ରିତ ହୋଇଥିଲେ । ସଭାସ୍ଥଳକୁ ଦାବି ପତ୍ର ନେଇ ଯିବା ସମୟରେ ପୋଲିସ ସେମାନଙ୍କୁ ଅଟକାଇ ଥିଲା । ସେମାନେ ଯାଉଥିବା ରାସ୍ତାକୁ ଅବରୋଧ କରି ୪୮ ଜଣ ଯୁବକଙ୍କୁ ଯାଜପୁର ରୋଡ ଥାନାକୁ ନେଇ ଅଟକ ରଖିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଶ୍ରମିକନେତା ବିଦ୍ୟାଧର ମହାନ୍ତି, ବ୍ୟାସ ବେକାରୀ ଯୁବସଂଗଠନର ସଭାପତି ପଦ୍ମନାଭ ନାୟକ, ସମ୍ପାଦକ ଲଷ୍ମୀଧର ପାତ୍ର, ଇଞ୍ଜିନିୟର ଅବିନାଶ ମହାନ୍ତି, ଯୁବ କଂଗ୍ରେସ ନେତା ରାକେଶ ସାହୁ, ବ୍ରିଜ୍ଞାଜୟ ବଳ, ସେକ ବଦ୍ରିଉଦ୍ଦିନ, ଅନିଲ କୁମାର ଜେନା ବିଦ୍ୟାଧର ଯେନା, ସୁଦର୍ଶନ ନାୟକ ପ୍ରମୁଖ ଏକ ପ୍ରତିବାଦ ସଭା ଜରିଆରେ ବିଜେପି ସରକାର ସ୍ଥାନୀୟ ଲୋକଙ୍କ ସ୍ୱାର୍ଥକୁ ନଦେଖି ଶିଳ୍ପପତି ମାନଙ୍କୁ ସୁରକ୍ଷା ଦେଉଥିବା ଅଭିଯୋଗ କରି ଏହାର ଦୃଢ଼ ନିନ୍ଦା କରିଥିଲେ। ଏହା ସହିତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ମଧ୍ୟ ସ୍ଥାନୀୟ ଯୁବକଙ୍କ ନିଯୁକ୍ତି ପ୍ରତି ଆଖିବୁଜି ଦେଇଥିବା ଅଭିଯୋଗ କରିଥିଲେ । ଜିଲ୍ଲାରେ ୨ଟି କର୍ମ ନିୟୋଜନ ସଂସ୍ଥା ଥିଲେ ମଧ୍ୟ ସେଠାରେ ପଞ୍ଜିକୃତ ୭୦ ହଜାରୁ ଉର୍ଦ୍ଧ୍ଵ ବୈଷୟିକ ଜ୍ଞାନଧାରୀ ଯୁବକ ଯୁବତୀ ମାନଙ୍କୁ ସାକ୍ଷାତକାରକୁ ଡକାଯାଏ ନାହିଁ ବୋଲି ଅଭିଯୋଗ କରିଥିଲେ । ଏଠାରେ ୧୭ ଗୋଟି ବଡ ଛୋଟ କାରଖାନା ଥିଲେ ମଧ୍ୟ ଆରପିଡିଏସି ବୈଠକ ନ ଡାକି ଅଣ ଓଡ଼ିଆ ଓ ରାଜ୍ୟ ବାହାର ଲୋକଙ୍କୁ ନିଯୁକ୍ତି ଦିଆଯାଉଛି ବୋଲି ଅଭିଯୋଗ କରିଥିଲେ । କାରଖାନା ଦ୍ୱାରା ସମଗ୍ର ଅଂଚଳ ପ୍ରଦୂଶିତ ହେଉଛି ଓ ସାଧାରଣ ଲୋକେ ବିଭିନ୍ନ ରୋଗରେ ପୀଡିତ ହେଉଛନ୍ତି ବୋଲି ଅଭିଯୋଗ କରିଥିଲେ । ହେଲେ ଶିଳ୍ପ ସଂସ୍ଥା ଗୁଡିକ ଏହାର ପାରିପାର୍ଶ୍ବିକ ଉନ୍ନୟନ ଉପରେ ଧାନ୍ୟ ନ ଦେବାକୁ ନେଇ ଉଦବେଗ ପ୍ରକାଶ କରିଥିଲେ । ବହୁଦିନ ଧରି ଶିଳ୍ପାନୁଷ୍ଠାନ ଦ୍ୱାରା ୧୦୦ ଶଯ୍ୟା ବିଶିଷ୍ଟ ଏକ ମେଡିକାଲ ସ୍ଥାପନ ଦାବି କାର୍ଯ୍ୟକାରୀ ହେଉନଥିବାକୁ ଶ୍ରମିକନେତା ଶ୍ରୀ ମହାନ୍ତି ଦୃଢ଼ ନିନ୍ଦା କରିଥିଲେ । ମୁଖ୍ୟମନ୍ତ୍ରୀ ଗସ୍ତ ସାରି ଯିବା ପରେ ପୋଲିସ ଅଟକ ନେତା ମାନଙ୍କୁ ଛାଡି ଦେଇଥିଲା ।

Leave a comment

Your email address will not be published. Required fields are marked *