ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦୀ ବ୍ଲକ୍ ରାଣୀପଡା ଗ୍ରାମର ବୃନ୍ଦାବନ ରଣାଙ୍କ ଦେହାନ୍ତ ହୋଇଯାଇଛି । ଏହି ଖବର ପାଇ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ। ଡ଼ଃ ଘଡାଇ ସ୍ବର୍ଗତ ରଣାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ପରିବାର ବର୍ଗକୁ ସମାବେଦନ ଜଣାଇଛନ୍ତି ।




















