Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ମୃତ ଅର୍ଜିତଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ, କଟକ ସ୍ଥାନାନ୍ତରିତ

ମୃତ ଅର୍ଜିତଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ, କଟକ ସ୍ଥାନାନ୍ତରିତ

ଓଡ଼ିଶା ଲିଡ୍ସ(ଯାଜପୁର): ଧର୍ମଶାଳା ଥାନା ଅନ୍ତର୍ଗତ ଜାରକାର ଅଜୟ କୁମାର ଜେନାଙ୍କ ଏକମାତ୍ର ପୁଅ ଅର୍ଜିତ ଜେନାଙ୍କୁ କ୍ରସର ମାଲିକ, ତାଙ୍କ ମ୍ୟାନେଜର ଓ ତାଙ୍କ ଭଣଜା ଅତି ଅମାନୁଷିକ ଭାବେ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା ବେଳେ ଆଜି ମୃତ ଅର୍ଜିତଙ୍କ ମାଉସୀ ପୁଅ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ କଟକ ପଠା ଯାଇଛି । ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ରାହାଡ଼ପୁରରେ ଥିବା ଜ୍ଞାନରଞ୍ଜନ ମହାପାତ୍ରଙ୍କ ପଦ୍ମାବତୀ କ୍ରସରରେ କ୍ୟାସିୟର ଭାବେ କାର୍ଯ୍ୟ କରୁଥିଲେ ମୃତ ଅର୍ଜିତ। ଅର୍ଥ ତୋଷରପାତ ଅଭିଯୋଗରେ କ୍ରସର ସହିତ ଜ୍ଞାନରଞ୍ଜନଙ୍କ ଆରୁହାସ୍ଥିତ ଘରେ ଅର୍ଜିତଙ୍କୁ କ୍ରସରର ମ୍ୟାନେଜର ଏବଂ ଭଣଜାଙ୍କ ସମେତ ଅନ୍ୟ କିଛି ଲୋକ ବର୍ବୋରଚିତ ଭାବେ ମାଡ଼ ମାରିଥିଲେ । ଏପରିକି ତାଙ୍କ ଶରୀରରେ ଲୁହା ରଡ଼କୁ ପଚାଇ ଚେଙ୍କ ଦେଇ ଓ ଗରମ ତେଲ ଢାଳି ତାଙ୍କୁ ପାଶବିକ ନିର୍ଯ୍ୟାତନା ମଧ୍ୟ ଦିଆଯାଇଥିଲା । ସୂଚନା ପାଇ ଅର୍ଜିତଙ୍କ ମାଆ ଏବଂ ତାଙ୍କ ମାଉସୀ ପୁଅ ଭାଇ ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଚଣ୍ଡିଆ ଗ୍ରାମର ସୁଜିତ ଜେନା ଆକ୍ରମଣକାରୀଙ୍କ କବଳରୁ ଗୁରୁତର ଆହତ ଅବସ୍ଥାରେ ଅର୍ଜିତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଚିକିତ୍ସାଧିନ ଅବସ୍ଥାରେ ସେଠାରେ ଶ୍ରମିକ ଦିବସ ଦିନ ତାଙ୍କର ମୃତ୍ୟୁ ହୋଇଥିଲା । ସୁଜିତ ହିଁ ମୃତକ ଅର୍ଜିତ ଜେନାଙ୍କ ହତ୍ୟାର କାରଣ ଜାଣିଥିଲେ ଏବଂ ଆକ୍ରମଣକାରୀଙ୍କୁ ମଧ୍ୟ ଚିହ୍ନିଥିଲେ ବୋଲି ଚର୍ଚ୍ଚା ହେଉଛି । ହତ୍ୟାକାଣ୍ଡରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ ସୁଜିତ । ସୁଜିତ ହିଁ ଅର୍ଜିତ ଜେନାଙ୍କ ହତ୍ୟାକାଣ୍ଡ ମାମଲାର ଜଣେ ମୁଖ୍ୟ ସାକ୍ଷୀ ଥିଲେ । ସମ୍ଭବତଃ ପ୍ରମାଣ ନଷ୍ଟ ପାଇଁ ମୁଖ୍ୟ ସାକ୍ଷୀ ସୁଜିତ ଜେନାଙ୍କୁ ସେ ନିଜ ଘରକୁ ଫେରୁଥିବା ସମୟରେ ସଂଧ୍ୟା ସମୟରେ ରମ୍ପେଇ ଛକ ନିକଟରେ କିଛି ଦୁବୁର୍ତ୍ତ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ମାତ୍ର ଅବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି । ଏହି ଘଟଣା ଚଞ୍ଚଲ୍ୟ ସୃଷ୍ଟି କରିଛି । ଗୋଟିଏ ହତ୍ୟା ଘଟଣା ପରେ ଆଉ ଗୋଟିଏ ହତ୍ୟା ପାଇଁ ମରଣାନ୍ତକ ଆକ୍ରମଣ ହେବା ଜିଲ୍ଲାର ଆଇନ ଶୃଙ୍ଖଳାକୁ ପଦାରେ ପକାଇ ଦେଇଛି । ଯାଜପୁର ଜିଲ୍ଲା ପୋଲିସ ଘଟଣାକୁ ଗମ୍ଭୀରତାର ସହ ଗ୍ରହଣ କରି ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ନେବା ଜରୁରୀ ହୋଇଛି ।

Leave a comment

Your email address will not be published. Required fields are marked *