Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ମୋହନ ମାଝୀଙ୍କ ସରକାରରେ ରାଜ୍ୟର ମହିଳା ଓ ଶିଶୁ ସର୍ବାଧିକ ଅସୁରକ୍ଷିତ, ଦେଶର ହାରଠାରୁ ରାଜ୍ୟର ହାର ୮ ପ୍ରତିଶତ ଅଧିକ- ଇଂ ପ୍ରୀତିରଞ୍ଜନ ଘଡାଇ

ମୋହନ ମାଝୀଙ୍କ ସରକାରରେ ରାଜ୍ୟର ମହିଳା ଓ ଶିଶୁ ସର୍ବାଧିକ ଅସୁରକ୍ଷିତ, ଦେଶର ହାରଠାରୁ ରାଜ୍ୟର ହାର ୮ ପ୍ରତିଶତ ଅଧିକ- ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ( ଯାଜପୁର): ବିଜେପି ସରକାର ଏକ ବର୍ଷ ପୂରଣ କରିଛି । ଏହି ଏକ ବର୍ଷ ମଧ୍ୟରେ ବିଜେପି ସରକାର ମହିଳା ମାନଙ୍କୁ ବଡ଼ ଭେଟି ଦେଇଛି । ସାରା ଦେଶରେ ମହିଳା ମାନଙ୍କ ପ୍ରତି ଯେଉଁ ଅନ୍ୟାୟ ଓ ଅତ୍ୟାଚାର ହେଉଛି ରାଜ୍ୟରେ ତାର ହାର ଆଠ ମାସ ମଧ୍ୟରେ ୮ ପ୍ରତିଶତ ଅଧିକ ରହିଛି । ଆଠମାସ ମଧ୍ୟରେ ରାଜ୍ୟର ୩୪୨୦ ମହିଳା ଅତ୍ୟାଚାରର ଶିକାର ହୋଇଛନ୍ତି । ନାରୀ ମାନେ ଆଜି ରାଜ୍ୟରେ ସର୍ବାଧିକ ଅସୁରକ୍ଷିତ । କେବଳ ଏତିକି ନୁହେଁ ଏକ ବର୍ଷ ମଧ୍ୟରେ ରାଜ୍ୟର ୮୪୦୩ ଜଣ ଶିଶୁ ହଜି ଯାଇଛନ୍ତି । ଏହା ଗଭୀର ଚିନ୍ତାର ବିଷୟ । ଆଜି ମା ଟିଏ ନିଜେ ଅସୁରକ୍ଷିତ ହୋଇ ପଡ଼ିଥିଲା ବେଳେ ନିଜ ପିଲା ମାନଙ୍କୁ ପଦାକୁ ଛାଡିବାକୁ ଭୟ କରୁଛି । ଗୃହ ବିଭାଗର ଦାୟିତ୍ୱରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜେ ଥିଲା ବେଳେ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଜରୁରୀ ହୋଇଛି । କେବଳ ଏତିକି ନୁହେଁ ଥାନା, ତହସିଲ ଏବେ ବିଜେପି କର୍ମୀଙ୍କ ଆଡ୍ଡାରେ ପରିଣତ ହୋଇଛି । ସାଧାରଣ ଲୋକଟିଏ ଥାନାରେ ନ୍ୟାୟ ପାଉନାହିଁ । ତହସିଲ ଅଫିସକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଉଛି । ଯାଜପୁର ସବୁ ବେଳେ ରାଜ୍ୟକୁ ବାର୍ତା ଦେଇଛି । ଆଜିବି ଯାଜପୁର ବାର୍ତା ଦେଉଛି । ରାଜ୍ୟରେ ଭାଇଚାରା ହଜି ଯାଇଛି । ମହିଳା ଓ ଶିଶୁ ଅସୁରକ୍ଷିତ । ଏ ସରକାର ସ୍ଥାଣୁ ପାଲଟି ଯାଇଛି । ଏହି ଭଳି କହି ଆଜି ଯାଜପୁରରେ ଆୟୋଜିତ ମହିଳା ସମାବେଶରେ ବିଜେପି ସରକାର ଉପରେ ବର୍ଷିଛନ୍ତି ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ।

ଏକ ବର୍ଷର ନୀରବତା ଭାଙ୍ଗି ବିଜେଡି ଏବେ ଆନ୍ଦୋଳନ କରି ମୋହନ ମାଝୀଙ୍କ ବିଜେପି ସରକାରକୁ ଘେରିବା ଆରମ୍ଭ କରିଛି । ଗତ ୬ ତାରିଖ ଦିନ ସରକାର ବିରୁଦ୍ଧରେ ବିଗୁଲ ବଜାଇ ସୁକିନ୍ଦାରେ ହାଇ ଭୋଲ୍ଟେଜ କଳା ଦିବସ ପାଳନ କରିଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । କଳା ଦିବସର ସଫଳତା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା ବେଳେ ସୁପ୍ତ ବିଜେଡିରେ ପ୍ରାଣ ଭରିଥିଲା ।କଳା ଦିବସ ପରେ ଆଜି ଯାଜପୁର ଜିଲ୍ଲାରେ ବିଜେଡି ଆଉ ଏକ ବିଶାଳ ସଭାର ଆୟୋଜନ କରିଥିଲା ।

ଯାଜପୁର ନିର୍ବାଚନ ମଣ୍ଡଳୀ ବରୁଆଁ ମେଳଣ ଓଡ଼ିଆରେ ଆୟୋଜିତ ହୋଇଥିଲା ମହିଳା ସମାବେଶ । ଏହି ସଭାରେ ରାଜ୍ୟର ମହିଳା ନେତ୍ରୀ ମାନଙ୍କ ସହିତ ଅନ୍ୟ ନେତୃବୃନ୍ଦ ଯୋଗଦାନ କରି ବିଜେପି ସରକାର ଏକ ବର୍ଷ ମଧ୍ୟରେ ରାଜ୍ୟବାସୀଙ୍କ ଭରସା ହରାଇଥିବା କହିଥିଲେ । ଏକ ବର୍ଷ ମଧ୍ୟରେ ରାଜ୍ୟରେ ମହିଳା ଓ ଶିଶୁ ବେଶି ନିର୍ଯ୍ୟାତନାର ଶିକାର ହୋଇଥିବା ଅଭିଯୋଗ ବାଢିଥିଲେ । ସରକାର ସ୍ଥାଣୁ ହୋଇ ଯାଇଛି । ରାଜ୍ୟରେ ବିକାଶ କାର୍ଯ୍ୟ ଆଉ ଆଗେଇ ପାରୁନାହିଁ । ସାଧାରଣ ଲୋକ ନ୍ୟାୟ ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ କରିଥିଲେ ରାଜ୍ୟ ବିଜେଡି ନେତୃବୃନ୍ଦ । ଆଜିର ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ମହିଳା ମାନେ ଯୋଗଦାନ କରିଥିଲେ ।

Leave a comment

Your email address will not be published. Required fields are marked *