orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଜିଲ୍ଲା > ଯାଜପୁର > ଯଖପୁରା ପଞ୍ଚାୟତରେ ବିଜେଡିର ସାଙ୍ଗଠନିକ ବୈଠକ ଓ କମିଟି ଗଠନ

ଯଖପୁରା ପଞ୍ଚାୟତରେ ବିଜେଡିର ସାଙ୍ଗଠନିକ ବୈଠକ ଓ କମିଟି ଗଠନ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ସଂଗଠନ ମଜବୁତ ହେଉଛି । ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିର୍ବାଚନ ମଣ୍ଡଳୀ ଅଧିନରେ ଥିବା ସୁକିନ୍ଦା ଓ ଦାନଗଦି ବ୍ଲକରେ ପଞ୍ଚାୟତ ସ୍ତରରେ ଦଳୀୟ ସଙ୍ଗଠନକୁ ମଜବୁତ କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ନେତୃମଣ୍ଡଳୀଙ୍କ ସହିତ ବ୍ଲକ ଓ ପଞ୍ଚାୟତ ସ୍ତରୀୟ ନେତୃମଣ୍ଡଳୀ ଯୋଗଦାନ କରି ବିଭିନ୍ନ ବିଷୟରେ ଆଲୋଚନା କରୁଛନ୍ତି । ଆଜି ଦାନଗଦି ବ୍ଲକ ଯଖପୁରା ପଞ୍ଚାୟତ ଠାରେ ଦଳୀୟ କାର୍ଯ୍ୟକ୍ରମ ସହିତ କମିଟି ଗଠନ ହୋଇଛି । ଏହି କାର୍ଯ୍ୟକ୍ରମରେ ଇଂ ପ୍ରୀତିରଞ୍ଜନ ଘଡାଇ ଯୋଗଦାନ କରି ନେତୃମଣ୍ଡଳୀ, କର୍ମୀ ଓ ସାଧାରଣ ଲୋକଙ୍କ ସହିତ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ଏହା ପରେ ପଞ୍ଚାୟତ ସ୍ତରୀୟ କମିଟି ଗଠନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଦାନଗଦି ବ୍ଲକ୍ କାର୍ଯ୍ୟକାରୀ ସଭାପତି ଜଗନ୍ନାଥ ଧିର, ଜିଲ୍ଲା ବିଜେଡି ଉପ ସଭାପତି ଲୋକନାଥ ଧିର, ବରିଷ୍ଠ ବିଜେଡି ନେତା ପ୍ରଦୀପ କୁମାର ମହାନ୍ତି, ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ, ରାଧାମୋହନ ବିଶ୍ବାଳ, ବସନ୍ତ ରାଉତ, ସତ୍ୟସୁନ୍ଦର ପାଲ, କାଳନ୍ଦୀ ସେଠୀ, ଜିତେନ୍ଦ୍ର କୁମାର ବ୍ରହ୍ମଙ୍କ ସହିତ ଜଖପୁରା ପଞ୍ଚାୟତର ଆଗଧାଢିର ଶତାଧିକ କର୍ମୀ ଯୋଗଦାନ କରିଥିଲେ ।

Leave a comment

Your email address will not be published. Required fields are marked *