Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହଲିଙ୍ଗ ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି । ଏହି ଅବସରରେ ସେ ବିଭିନ୍ନ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇ ରୋଗୀ ଓ ଡାକ୍ତରଙ୍କ ସହିତ ଆଲୋଚନା କରିଛନ୍ତି । ଏହା ପରେ ସେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସେଠାରେ ସ୍ଥିତି ପରଖିବା ସହିତ ରୋଗୀ ମାନଙ୍କ ସହିତ ଆଲୋଚନା କରିଥିଲେ । ଏହା ପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଡାଇରିଆ ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ।

ଏହି ଅବସରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାଇରିଆ ସମ୍ବନ୍ଧରେ ଘରେ ଘରେ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇ ଲୋକଙ୍କୁ ସଜାଗ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଗ୍ରାଉଣ୍ଡ ଜିରୋରେ ପାନୀୟ ଜଳ ବିଶୋଧନ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବା, ପ୍ରତ୍ୟେକ ଗ୍ରାମରେ ଆଶା ଓ ଅଙ୍ଗନାବାଡି କର୍ମୀ ସଚେତନତା ବାର୍ତ୍ତା ବାଣ୍ଟିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ।

ଏହି ସମୀକ୍ଷା ବୈଠକରେ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, କୋରେଇ ବିଧାୟକ ଆକାଶ ଦାସ ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ବଡ଼ଚଣା ବିଧାୟକ ଅମର ନାୟକଙ୍କ ସମେତ ଜିଲ୍ଲା ତଥା ରାଜ୍ୟ ସ୍ତରୀୟ ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ ।

Leave a comment

Your email address will not be published. Required fields are marked *