orissaleads

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

Blog Post

orissaleads > ରାଜ୍ୟ > ରଥଯାତ୍ରା ବିଭ୍ରାଟର ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡି

ରଥଯାତ୍ରା ବିଭ୍ରାଟର ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ପରିଚାଳନାରେ ସରକାର ସମ୍ପୂର୍ଣ୍ଣ ବିଫଳ ବିଫଳ ହୋଇଛନ୍ତି । ନନ୍ଦିଘୋଷ ରଥ ଟଣା ହୋଇ ନ ପାରିବା, ଶରଧା ବାଲିରେ ତିନି ଜଣ ଶ୍ରଦ୍ଧାଳୁଙ୍କ ଜୀବନ ଚାଲିଯିବା ରାଜ୍ୟବାସୀଙ୍କ ମନରେ ଗଭୀର ରେଖାପାତ କରିଛି । ଏହା ଛଡା ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଅଣାୟତ ହୋଇ ପଡିଛି। ହତ୍ୟା, ଦୁଷ୍କର୍ମ, ଚୋରୀ, ଲୁଟ ପାଟ ଦିନକୁ ଦିନ ବୃଦ୍ଧି ପାଇଛି । ଏହାକୁ ନେଇ ଆଜି ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ରାଜ୍ୟପାଳଙ୍କୁ ଭେଟି ରଥଯାତ୍ରା ସମୟରେ ହୋଇଥିବା ଅଘଟଣ ଓ ପରିଚାଳନା ଗତ ତୃଟିର ଏକ ବିଚାର ବିଭାଗୀୟ ତଦନ୍ତ ଦାବି କରାଯାଇଛି ।

ବାହୁଡା ଯାତ୍ରା, ସୁନାବେଶ, ଅଧର ପଣା ଓ ନିଳାଦ୍ରୀ ବିଜେ ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାବେଶ ହେବ । ଏହି ସମୟରେ ମହାପ୍ରଭୁଙ୍କ ନୀତି କାନ୍ତି ସଠିକ୍ ଭାବେ ପରିଚାଳନା କରିବା ସହିତ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ରାଜ୍ୟପାଳ ହସ୍ତକ୍ଷେପ କରିବା ପାଇଁ ବିଜେଡି ପକ୍ଷରୁ ନିବେଦନ କରାଯାଇଛି ।

Leave a comment

Your email address will not be published. Required fields are marked *