Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ରାଜଧାନୀରେ ମହିଳା ଅସୁରକ୍ଷିତ: ଦାଦା ବଟି ପାଇଁ ଖଣ୍ଡାରେ ଆକ୍ରମଣ ଉଦ୍ୟମ

ରାଜଧାନୀରେ ମହିଳା ଅସୁରକ୍ଷିତ: ଦାଦା ବଟି ପାଇଁ ଖଣ୍ଡାରେ ଆକ୍ରମଣ ଉଦ୍ୟମ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଧାନସଭା ଅଞ୍ଚଳ ହାଇ ସିକ୍ୟୁରିଟି ଅଞ୍ଚଳ ଅଟେ । ଏହି ଭଳି ସ୍ଥାନରେ ଜଣେ ମହିଳା ଉଠା ଦୋକାନୀଙ୍କୁ ବଟି ମାଗି ଯୁବକ ଦାଦାଗିରି କରିବା ସହିତ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିବା ଉଦ୍ୟମ ଚର୍ଚ୍ଚାର ବିଷୟ ହୋଇଛି । ଏହା ସହିତ ରାଜଧାନୀ ପୋଲିସର ହୁଗୁଳା ବ୍ୟବସ୍ଥାକୁ ଏହି ଘଟଣା ପଦାରେ ପକାଇ ଦେଇଛି । ଯୁବକ ଜଣକ ବିଚ ରାସ୍ତାରେ ମହିଳା ଦୋକାନୀଙ୍କୁ ଖଣ୍ଡାରେ ଆକ୍ରମଣ ଉଦ୍ୟମ କରିଛି । ବଟି ନ ଦେଲେ ମାରି ଦେବାର ଖୋଲା ଧମକ ମଧ୍ୟ ଦେଉଛି ଯୁବକ ।

ବିଗତ ଦିନରେ ଯାତ୍ରାରେ ଅଭିନୟ କରୁଥିବା ଜଣେ ମହିଳା ଖାଦ୍ୟ ଷ୍ଟଲ୍ କରି ମଧ୍ୟାହ୍ନ ଭୋଜନ ବିକ୍ରି କରି ନିଜ ପରିବାର ଚଳାଉଛନ୍ତି । ଆଜି ଯୁବକ ଜଣକ ହଠାତ ସେଠାକୁ ଆସି ତାଙ୍କୁ ବଟି ମାଗିଥିଲା । ମହିଳା ଜଣଙ୍କ ବଟି ଦେବାକୁ ମନା କରିବାରୁ ତାଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳି ଗୁଲଜ କରିଥିଲା । ମହିଳା ଜଣକ ଏହାର ପ୍ରତିବାଦ କରିବାରୁ ଖଣ୍ଡାରେ ଆକ୍ରମଣ କରିବାର ଉଦ୍ୟମ କରିଥିଲା ଯୁବକ ଜଣକ । ମହିଳାଙ୍କ ପାଟିଶୁଣି ସାଧାରଣ ଲୋକ ରୁଣ୍ଡ ହୋଇଯିବାରୁ ଦୃର୍ବୁତ୍ତକୁ ତାଙ୍କ ସମ୍ପର୍କୀୟ ଜଣେ ମହିଳା ସେଠାରୁ ନେଇ ଯାଇଥିଲେ ।

Leave a comment

Your email address will not be published. Required fields are marked *